୩ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୮.୬ (ନି.ପ୍ର.): ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟରେ ତିନି ଦିନ ଧରି ପ୍ରବଳ ବର୍ଷା ହେବ । ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଉତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁୁଝର ଓ ସୁନ୍ଦରଗଡ଼!-->…