ପୁଣି ୧୮୬ ନୂଆ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର- ରାଜ୍ୟରେ ରବିବାର ପୁଣି ନୂଆ ୧୮୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯ରେ ପଂହଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୭୧ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ଅନ୍ୟ ୧୫ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡିଛି । ଚିହ୍ନଟ ହୋଇଥିବା!-->…