ଝଡବର୍ଷା ଆଶଙ୍କା :୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର- ବିହାର ଓ ଛତିଶଗଡ ଉପରେ ସୃଷ୍ଟ ଟ୍ରପଲାଇନ ପ୍ରଭାବରେ ଓଡିଶାର ବିଭିନ୍ନ ଇଲାକାରେ ଝଡବର୍ଷା ସମ୍ଭାବନା ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୁବର୍ଣ୍ଣପୁର, ବାଲେଶ୍ୱର,!-->…