ଏହି ସବୁ ପରିବା ଖାଇ ହୃଦ୍ ରୋଗ ସମସ୍ୟାକୁ କରନ୍ତୁ ନିୟନ୍ତ୍ରଣ
ଆଜିକାଲି ହୃଦ୍ ରୋଗ ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। କେବଳ ବୟସ୍କ ନହଁନ୍ତି, ବରଂ ଯୁବ ବୟସ୍କ ବ୍ୟକ୍ତିଙ୍କ ଭିତରେ ବି ଏବେ ଏହି ରୋଗ ଦେଖିବାକୁ ମିଳୁଛି। ଦୂଷିତ ପରିବେଶ ଓ ବିଷାକ୍ତ ଖାଦ୍ୟ ଏହାର ମୁଖ୍ୟ କାରଣ। ଆମେ ସୁସ୍ଥକର ଖାଦ୍ୟ ଖାଇଲେ ଏହି ସମସ୍ୟାକୁ ଏଡ଼େଇ ଦେଇ ପାରିବା। ତେବେ,!-->…