ଫନି ସହାୟତା ଗଲା କୁଆଡେ଼, ଅମ୍ଫନ ଝଡ଼ ବର୍ଷା ପାଇଁ ଚାଷୀଙ୍କ ଭାଳେଣି
ଜଗସିଂହପୁର: ଜଗସିଂହପୁର ଜିଳ୍ଳା ସର୍ବାଧିକ ପ୍ରାକୃତି ପ୍ରବଣ ଜିଲ୍ଲା ହୋଇଥିବା ବେଳେ ଏଠିକାର ୭୦ ଭାଗ ଲୋକ କୃଷି ଉପରେ ନିର୍ଭରଶୀଳ ।ଯଦିଓ ପାରାଦ୍ୱୀପ ଭଳି ଭାରତର ଗଭୀରତମ ବନ୍ଦର ଭାବରେ ଖ୍ୟାତି ଅର୍ଜନ କରିଛି । ସ୍ପେଶାଲ ଇକୋନୋମିକ ଯୋନ ଭାବେ ବନ୍ଦର ନଗରୀ ବହୁ ବଡ଼ବଡ଼ ଶିଳ୍ପ ଏବଂ!-->…