ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ : କାର୍ଯ୍ୟନିର୍ବାହୀ ପରିଷଦର ଅଧ୍ୟକ୍ଷ ହେଲେ କେନ୍ଦ୍ରସ୍ୱାସ୍ଥ୍ୟ ମନ୍ତ୍ରୀ ଡ.ହର୍ଷବର୍ଦ୍ଧନ
ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷ ବର୍ଦ୍ଧନ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)ର କାର୍ଯ୍ୟନିର୍ବାହୀ ପରିଷଦର ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି । ମେ ୨୨ ରେ ହର୍ଷବର୍ଦ୍ଧନ ଏହି ୩୪ ସଦସ୍ୟ ବିଶିଷ୍ଟ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ଜାପାନର ଡାକ୍ତର ହିରୋକି!-->…