ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର- ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଏବଂ ଆହାତ ହୋଇଥିବା ଯାତ୍ରୀଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯେଉଁ ମାନେ ଆହାତ ହୋଇଛନ୍ତି ସେମାନଙ୍କ ଆଶୁଆରେଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଦୁର୍ଘଟଣାରେ ୧୯ ଜଣ ମୃତ୍ୟୁ ବରଣ କରିଛନ୍ତି ।

Leave A Reply

Your email address will not be published.

six + eighteen =