ନବରଙ୍ଗପୁର- ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନ ଓ ତାଙ୍କ ପତ୍ନୀ କୌଶଲ୍ୟା ପ୍ରଧାନ କରେନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଉଭୟଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ହୋମ ଆଇସୋଲେସନରେ ଥିବା ସଦାଶିବ କହିଛନ୍ତି । ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନେ କରୋନା ଟେଷ୍ଟ କରିବାକୁ ସେ କହିଛନ୍ତି ।