କରୋନାରେ ଆଖି ବୁଜିଲେ ଆଉ ୧୦ ଆକ୍ରାନ୍ତ


ଭୁବନେଶ୍ୱର- ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଉପର ମୁହାଁ । ଆଜି ଗୋଟିଏ ଦିନରେ ୧୦ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା । ୧୦ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱର ଓ ଗଞ୍ଜାମରୁ ୨, ଭଦ୍ରକ, ବଲାଙ୍ଗିର, କଟକ, ଯାଜପୁର , କନ୍ଧମାଳ ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି । ପୂର୍ବରୁ ଏମାନେ ବିଭିନ୍ନ ରୋଗରେ ଆକ୍ରାନ୍ତ ଥିଲେ । କୋଭିଡ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪୩ ରହିଛି ।

Leave A Reply

Your email address will not be published.

11 + ten =