ଖସୁଛି ଗ୍ରାଫ; ରାଜ୍ୟରେ ୬୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୬୪୪  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୭୧  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୭୩ ହେଉଛି ଲୋକାଲ୍ କେସ୍‌।

Leave A Reply

Your email address will not be published.

5 × two =