ଚେନ୍ନାଇ- ତାମିଲନାଡୁରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଅହେତୁକ ମାତ୍ରାରେ ବୃଦ୍ଧି ପାଉଥିବା ଯୋଗୁଁ ରାଜ୍ୟରେ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଲକଡାଉନ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ କେ ପଳାନିସ୍ୱାମୀ । ସେହିପରି ଶିକ୍ଷାନୁଷ୍ଠାନ, ମନୋରଞ୍ଜନ କେନ୍ଦ୍ର, ସଂଗ୍ରହାଳୟ ଓ ଉପାନ୍ତ ସହରରେ ଟ୍ରେନ ସେବା ମଧ୍ୟ ସ୍ଥଗିତ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଦ୍ରୁତ ସଂକ୍ରଣକୁ ଏଡେଇବା ପାଇଁ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଛି ।