ଦ୍ୱିତୀୟ ଲହରରେ କରୋନା ନେଲାଣି ୪୨୦ ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ: ମହାମାରୀର କରୋନାର ଦ୍ୱିତୀୟ ଲହରରେ ବର୍ତମାନ ସୁଦ୍ଧା ଦେଶରେ ୪୨୦ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଲାଣି ବୋଲି ଭାରତୀୟ ଚିକିତ୍ସା ସଂଘ (ଆଇଏମଏ) ପକ୍ଷରୁ କୁହାଯାଇଛି । ସୂଚନା ଯୋଗ୍ୟ ଯେ, କରୋନା ମହାମାରୀ ଯୋଗୁ ସାରା ଦେଶରେ ଆତଙ୍କ ଏବଂ ଭୟର ବାତାବରଣ ସୃଷ୍ଟି ହୋଇଛି । ତେବେ କରୋନା ବିରୋଧୀ ଲଢେଇ ପାଇଁ ସରକାର ଟିକାକରଣକୁ ଗୁରୁତ୍ୱ ଦେଉଥିଲାବେଳେ ଦେଶରେ ଟିକାର ଅଭାବ ଗୁରୁତର ସମସ୍ୟା ସୃଷ୍ଟି କରିଛି ।

Leave A Reply

Your email address will not be published.

nineteen + 1 =