ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ଆକ୍ରାନ୍ତ


ଭୁବନେଶ୍ୱର- ଓଡିଶା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନାରେ ଆକ୍ରାନ୍ତ । ଏନେଇ ସେ ଟୁଇଟ ଯୋଗେ ସୂଚନା ଦେଇଛନ୍ତି । ତାଙ୍କ ସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଛନ୍ତି ।

Leave A Reply

Your email address will not be published.

five × one =