ପ୍ରବଳ ବର୍ଷା ନେଇ ୨୧ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ


ଭୁବନେଶ୍ୱର- ରାଜ୍ୟରେ ସକ୍ରିୟ ମୌସୁମୀ ଯୋଗୁ ୨୧ ଜିଲ୍ଲାରେ ପ୍ର୍ରବଳରୁ ଅତି ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ନୂଆପଡା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ରାୟଗଡା, ମାଲକନଗିରି, କୋରାପୁଟ, ସୋନପୁର, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ,ବାଲେଶ୍ୱର ଓ ଭଦ୍ରକ ଜିଳ୍ଲାରେ ପ୍ରବଳ ବର୍ଷା ସହ ବତ୍ରପାତ ହେବାର ଆଶଙ୍କା ରହିଛି । ତେଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.

six − 2 =