ରାଜଧାନୀରେ ଝୁଲନ୍ତା ଗଳିତ ମୃତଦେହ ଠାବ ଅପରାଧପ୍ରମୁଖ ଖବରରାଜ୍ୟ By Nyayabati Live Last updated Feb 7, 2021 185 0 ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ଗଳିତ ମୃତଦେହ ଠାବ ହୋଇଛି। ଘାଟିକିଆ ସ୍ଥିତ ସରକାରୀ ଇଞ୍ଜିନିୟରିଂ କଲେଜ ପଛ ଜଙ୍ଗଲରୁ ଉକ୍ତ ମୃତଦେହ ଠାବ କରାଯାଇଛି। ତେବେ ମୃତକ ଯୁବକଙ୍କର ପରିଚୟ ମିଳି ନ ଥିବା ବେଳେ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡ଼ିଛି। 0 185 Share