ରାଜ୍ୟରେ ୧୪ ମନ୍ତ୍ରୀ ଓ ବିଧାୟକ କରୋନା ଚିହ୍ନଟ


ଭୁବନେଶ୍ୱର- ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ୧୪ ଜଣ ମନ୍ତ୍ରୀ ଓ ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତକାଲି ୨ ଜଣ ଚିହ୍ନଟ ହେବାପରେ ଆଜି ଆଉ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପ୍ରମିଳା ମଲ୍ଲିକ, ଦେବୀ ମିଶ୍ର, ଉପବାଚସ୍ପତି ରଜନୀକାନ୍ତ ସିଂହ, ମନ୍ତ୍ରୀ ସମୀର ଦାଶ, ପଦ୍ମିନୀ ଦିଆନ, ଜ୍ୟୋତି ପାଣିଗ୍ରାହୀ ସେହିପରି ବିଧାୟକ ଅଶୋକ ବଳ, ବଷ୍ଣୁବ୍ରତ ରାଉତରାୟ, ଭଗିରଥୀ ସେଠୀ, ସୁଶାନ୍ତ ବେହେରା, ଉମାକାନ୍ତ ସମାନ୍ତରାୟ, ନାଉରୀ ନାଏକ, ପ୍ରଶାନ୍ତ ଜଗଦେବ ଓ ସୁକାନ୍ତ ନାୟକ ପଜିଟିଭ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

eighteen + nineteen =