ରାମ ମନ୍ଦିର ଟ୍ରଷ୍ଟ ବ୍ୟାଙ୍କ ଆକାଉଂଟରୁ ଟଙ୍କା ଗାଏବ ପ୍ରମୁଖ ଖବର By Nyayabati Live Last updated Sep 10, 2020 127 0 ଭୁବନେଶ୍ୱର- ଅଯୋଧ୍ୟା ରାମ ଜନ୍ମଭୂମି ଟ୍ରଷ୍ଟର ବ୍ୟାଙ୍କ ଖାତାରୁ ୬ ଲକ୍ଷ ଟଙ୍କା ଗାଏବ ହୋଇଯାଇଛି । ଲକ୍ଷେ୍ନøର ୨ଟି ବ୍ୟାଙ୍କରୁ ଜାଲ ଚେକ ମାଧ୍ୟମରେ ଏହି ଟଙ୍କା ଉଠାଯାଇଛି ବୋଲି ଟ୍ରଷ୍ଟ ପକ୍ଷରୁ ଅଭିଯୋଗ କରାଯାଇଛି । ପୋଲିସ ଏହା ବିରୋଧରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି । 0 127 Share