ଶ୍ରୀନଗରରେ ସୁରକ୍ଷା ବଳ ଉପରେ ଆତଙ୍କୀ ଆକ୍ରମଣ, ୨ ଯବାନ ଆହତ

ଶ୍ରୀନଗର :   କେନ୍ଦ୍ରୀୟ କାଶ୍ମୀରର ଶ୍ରୀନଗର ଜିଲ୍ଲାର ଏଚଏମଟି ଅଞ୍ଚଳରେ ଗୁରୁବାର ଅପରାହ୍ନରେ ସନ୍ଦିଗ୍ଧ ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରେ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ଦୁଇଜଣ ସୈନିକ ଆହତ ହୋଇଥିବା ଜଣେ ବରିଷ୍ଠ ପୁଲିସ ଅଧିକାରୀ କହିଛନ୍ତି। ଉଭୟ ଆହତଙ୍କୁ ତୁରନ୍ତ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ସହ ସମଗ୍ର ଅଞ୍ଚଳକୁ ସିଲ୍ କରାଯାଇଛି ଏବଂ ଆକ୍ରମଣକାରୀଙ୍କୁ ଖୋଜା ଚାଲିଛି।

Leave A Reply

Your email address will not be published.

6 + nine =