୨୫ରେ ପ୍ରବଳ ବର୍ଷା : ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର- ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ଆସନ୍ତା ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି । କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ଢେଙ୍କାନାଳ ଜିଲ୍ଲାକୁ ଆଲର୍ଟ ଜାରି କରାଯିବା ସହ ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.

four × one =