କରୋନାରେ ଆଖିବୁଜିଲେ ଆଉ ୪ ଆକ୍ରାନ୍ତ

ଭୁବନେଶ୍ୱର-ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଆଜି ପୁଣି କରୋନାରେ ୪ ଜଣ ଆଖି ବୁଜିଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି । ମୃତ୍ୟୁ ବରଣ କରିଥିବା ୪ ଆକ୍ରାନ୍ତଙ୍କ ଘର ଗଞ୍ଜାମ ଜିଲ୍ଲାରେ । ସେମାନଙ୍କ ବୟସ ଯଥାକ୍ରମେ ୪୧, ୫୮, ୪୮,୩୨ ବର୍ଷ ରହିଛି । ପୂର୍ବରୁ ସେମାନେ ବିଭିନ୍ନ ରୋଗରେ ପୀଡିତ ଥିଲେ । ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪ରେ ପଂହଚିଛି ଥିବା ବେଳ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.

five × 4 =