ଭକ୍ତଙ୍କୁ ଟାର୍ଗେଟ କରିପାରନ୍ତି ଆତଙ୍କବାଦୀ

ନୂଆଦିଲ୍ଲୀ: ଦୁ୍ଇ ଦିନ ପରେ ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ଅମରନାଥ ଯାତ୍ରା । କିନ୍ତୁ ଆତଙ୍କବାଦୀମାନେ ୪୪ ନମ୍ବର ରାଜପଥରେ ଅମରନାଥ ଯାତ୍ରା ଉପରେ ଆକ୍ରମଣ କରିବା ପାଇଁ ଷଡଯନ୍ତ୍ର କରୁଥିବାର ସୂଚନା ମିଳିଛି । ସେଥିପାଇଁ ସେନା ଓ ସୁରକ୍ଷାବାହିନୀଙ୍କୁ ଆଲର୍ଟ ରଖାଯାଇଛି । ଗତ ବର୍ଷ ମଧ୍ୟ ଆତଙ୍କବାଦୀମାନେ ଆକ୍ରମଣ ପାଇଁ ଷଡଯନ୍ତ୍ର କରିଥିଲେ । କରୋନାର ସଂକ୍ରମଣକୁ ଦୃଷ୍ଟିରେ ରଖି ଯାତ୍ରା ସମୟରେ କରୋନା ସହିତ ଜଡିତ ସମସ୍ତ ଗାଇଡଲାଇନ୍ ପାଳନ କରାଯିବ ।

Leave A Reply

Your email address will not be published.

six + sixteen =