କରୋନା ନେଲା ୬ ମୁଣ୍ଡ


ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ଆଉ ୬ ଜଣଙ୍କ ମୃତୁ୍ୟ ହୋଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩, ଭଦ୍ରକ, ଗଜପତି ଓ ରାୟଗଡାରୁ ଜଣେ ଲେଖାଏଁ ରହିଛନ୍ତି । ଏମାନଙ୍କ ବୟସ ଯଥାକ୍ରମେ ୪୪,୭୧, ୫୩, ୫୯,୫୦ ଓ ୬୦ ବର୍ଷ ରହିଛି । ଏମାନେ ପୂର୍ବରୁ ବିଭିନ୍ନ ରୋଗରେ ଆକ୍ରାନ୍ତ ଥିଲେ । କୋଭିଡ ମୋଡିକାଲରେ ଚିକିତ୍ସିତ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟ ସଂଖ୍ୟା ୧୨୦କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.

1 × four =