ଆଉ ଜଣଙ୍କ ମୁଣ୍ଡ ନେଲା କରୋନା

ଗଞ୍ଜାମ- ରାଜ୍ୟରେ ପୁଣି କରୋନା ଆକ୍ରାନ୍ତରେ ଜଣଙ୍କମୃତ୍ୟୁ ହୋଇଛି । ମୃତକ ବ୍ୟକ୍ତିଙ୍କ ଘର ଗଞ୍ଜାମ ଓ ବୟସ ୫୦ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୧ ଜଣଙ୍କ ମୃତ୍ୟୁ ହୋଇଛି ।

Leave A Reply

Your email address will not be published.

twenty + one =