୯ରୁ ଭିଜିବ ଓଡିଶା


ଭୁବନେଶ୍ୱର- ଆସନ୍ତା ୯ ତାରିଖ ଠାରୁ ପଶ୍ଚିମ କେନ୍ଦ୍ରୀୟ ଏବଂ ଉତର ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଥି ସହ ମୌସୁମୀ ସକ୍ରିୟ ହେବାର ସମ୍ଭବନା ରହିଛି ବୋଲି ପାଣିପାଗ ବିଭାଗ ବିଶେଷଜ୍ଞ ଉମା ଶଙ୍କର ଦାସ କହିଛନ୍ତି । ତେବେ ଆଗାମୀ ୯ ତାରିଖରେ ଆଭ୍ୟନ୍ତରୀଣ ଓଡିଶାର ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ସୋନପୁର ,ବଲାଙ୍ଗିର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

Leave A Reply

Your email address will not be published.

sixteen + 3 =