ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ କରୋନା ନେଲା ଆଉ ଏକ ମୁଣ୍ଡ । ମୃତକ ଗଞ୍ଜାମ ଜିଲ୍ଲାର ଏବଂ ସେ ୫୨ ବର୍ଷୀୟ ବ୍ୟକ୍ତି ବୋଲି ଜଣାପଡିଛି । ପୂର୍ବରୁ ସେ କ୍ୟାନସର ରୋଗରେ ପୀଡିତ ଥିଲେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । କୋଭିଡ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୧୫ରେ ପଂହଚିଥିବା ବେଳେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୬ରେ ପଂହଚିଛି ।

Leave A Reply

Your email address will not be published.

12 + 3 =