ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କରୋନା ପଜିଟିଭ


ଭୁବନେଶ୍ୱର- ଗତ କିଛି ଦିନ ହେବ ମନ୍ତ୍ରୀ ଓ ବିଧାୟକ ମାନେ ସଂକ୍ରମିତ ହେବାରେ ଲାଗିଛନ୍ତି । ଆଜି ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ ଆସିବା ପରେ ସେ ଏବେ ହୋମଆଇସୋଲେସନରେ ଅଛନ୍ତି ଓ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି ବୋଲି ସେ ଟୁଇଟ କରି ସୂଚନା ଦେଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଆଇସୋଲେସନରେ ରହିବା ସହ କୋଭିଡ ଟେଷ୍ଟେ କରିବାକୁ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.

four × 4 =