ମନ୍ଦିର ଖୋଲିବା ନେଇ ହାଇକୋର୍ଟରେ ଜବାବ ଦାଖଲ


ଭୁବନେଶ୍ୱର- କରୋନା ସ୍ଥିତିର ଭୟାବହତାକୁ ଦୃଷ୍ଟିରେ ରଖି ଏବେ ମନ୍ଦିର ଖୋଲିବା ସମ୍ଭବ ନୁହେଁ ବୋଲି ହାଇକୋର୍ଟରେ ଜବାବ ଦାଖଗଲ କରିଛନ୍ତି ରାଜ୍ୟ ସରକାର । ମନ୍ଦିର ଗର୍ଭଗୃହ ଛୋଟ ଯୋଗୁଁ ସକଂମ୍ରଣ ବଢିପାରେ ବୋଲି ସରକାର ଦର୍ଶାଇଛନ୍ତି । ଆସନ୍ତା ସପ୍ତାହରେ ଏହି ମାମଲାର ପରବର୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି । ଆସନ୍ତା ମାସ ପହିଲାରୁ ରାଜ୍ୟରେ ବନ୍ଦ ଥିବା ସମସ୍ତ ଧର୍ମାନୁଷ୍ଠାନ ଖୋଲା ହେବା ପାଇଁ ନିଷ୍ପତି ନିଆଯାଇଥିଲା । କିନ୍ତୁ କରୋନା ପାଇଁ ଧର୍ମାନୁଷ୍ଠାନ ନ ଖୋଲିବା ପାଇଁ କୋର୍ଟରେ ଜବାବ ଦାଖଲ କରିଛନ୍ତି ରାଜ୍ୟ ସରକାର ।

Leave A Reply

Your email address will not be published.

12 + 12 =