ହସ୍ତ ଓ ବୟନ ଶିଳ୍ପମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା

ଭୁବନେଶ୍ବର : ହସ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ମନ୍ତ୍ରୀ ବର୍ତ୍ତମାନ ହୋମ୍ ଆଇସୋଲେସନରେ ରହିଥିବା ସୂଚନା ମିଳିଛି। କରୋନାରେ ସଂକ୍ରମିତ ହେବାପରେ ସେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ କରୋନା ପରୀକ୍ଷା କରାଇନେବାକୁ ପରାମର୍ଶ ଦେଇଛନ୍ତି।

Leave A Reply

Your email address will not be published.

seven − 6 =