ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କରୋନା ଆକ୍ରାନ୍ତ


ଭୁବନେଶ୍ୱର- ସ୍ପୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ତାଙ୍କ ପତ୍ନୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତାଙ୍କ ରିପୋର୍ଟ ପଜିଟିଭ ଆସିବା ନେଇ ମନ୍ତ୍ରୀ ଟୁଇଟ ଯୋଗେ ସୂଚନା ଦେଇଛନ୍ତି । ସେମାନେ ଏବେ ସୁସ୍ଥ ଅଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇବା ପାଇଁ କହିଛନ୍ତି ।

Leave A Reply

Your email address will not be published.

one × four =