ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇପାରନ୍ତି ବର୍ଷା ପ୍ରମୁଖ ଖବର By Nyayabati Live Last updated Sep 7, 2020 167 0 ଭୁବନେଶ୍ୱର- ସାଂସଦ ଅନୁଭବ ମହାନ୍ତି ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଦାଖଲ କରିଥିବା ଛାଡପତ୍ର ପିଟିସନକୁ ଓଡିଶା ସ୍ଥାନାନ୍ତର କରିବା ପାଇଁ ହାଇକୋର୍ଟ ଯାଇପାରନ୍ତ ପତ୍ନୀ ବର୍ଷା ପ୍ରିୟଦର୍ଶନୀ । ଏନେଇ ବର୍ଷାଙ୍କ ଓକିଲ ରାମକୃଷ୍ଣ ରଥ ସୂଚନା ଦେଇଛନ୍ତି । 0 167 Share