Browsing Category

ଶିକ୍ଷା

କେମସ୍ ର ଉତ୍ତୀର୍ଣ୍ଣ ମେଧା ପ୍ରତିଭାଙ୍କୁ ସିଵିଏସଇ ଦ୍ଵାରା ସମ୍ବର୍ଦ୍ଧିତ

ଚମ୍ପୁଆ: କେରଳା ଇଂରାଜୀ ମାଧ୍ୟମ ବିଦ୍ୟାଳୟ ର ସିଵିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ଟପର ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସିଵିଏସଇ  ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଛି । ସିଵିଏସଇ ଭୁବନେଶ୍ବର ସର୍କଲ ଅଧିନରେ ଥିବା ବିଭିନ୍ନ ସ୍କୁଲର
Read More...

୯ରୁ ଖୋଲିବ ସମସ୍ତ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର: କରୋନା କଟକଣା ସହ ଅଗଷ୍ଟ ୯ରୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ । କରୋନା ମହାମାରୀ ପାଇଁ ବୈଷୟିକ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ଏବେ ଏହାକୁ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି । ସଂକ୍ରମଣ କମିଥିବାରୁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ବୈଷୟିକ
Read More...

ସିବିଏସଇ ଦଶମ ଫଳ ପ୍ରକାଶିତ, ପାସ୍ ହାର ୯୯.୦୪%

ନୂଆଦିଲ୍ଲୀ : କୋଭିଡ୍ କଟକଣା ମଧ୍ୟରେ ସିବିଏସ୍‌ଇ ବୋର୍ଡ ଦ୍ୱାରା ଗଠିତ ସ୍ୱତନ୍ତ୍ର ପ୍ୟାନେଲ୍ ନିର୍ଦ୍ଧାରିତ ମୁଲ୍ୟାୟନ ପଦ୍ଧତି ଆଧାରରେ ମଙ୍ଗଳବାର ବହୁ ପ୍ରତିକ୍ଷିତ ସିବିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏହି ପରିକ୍ଷାରେ ପୁଣି ଥରେ ଛାତ୍ରୀମାନେ ବାଜିମାତ୍ କରିଛନ୍ତି ।
Read More...

ବିଜ୍ଞାନରେ ପ୍ରଥମ ଶ୍ରେଣୀରେ ପାସ୍‌କରିଛନ୍ତି ୫୫ହଜାର ଛାତ୍ରଛାତ୍ରୀ

ଭୁବନେଶ୍ୱର,: ଆଜି ପ୍ରକାଶ ପାଇଛି ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ । ପରୀକ୍ଷାଫଳ ପୁସ୍ତିକ ଉନ୍ମୋଚନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବିଜ୍ଞାନରେ ୯୫.୧୫% ଓ ବାଣିଜ୍ୟ ୯୪.୯୬% ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଆଜି ରାତି ୮ଟାରେ
Read More...

ବିଧାୟକ ଦେଲେ ମାଟ୍ରିକ୍ ପରୀକ୍ଷା

ଭଞ୍ଜନଗର: ଆଜିଠାରୁ ଆରମ୍ଭ ହୋଇଥିବା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷାରେ ତିନି ତିନି ଥର ବିଧାୟକ ହୋଇଥିବା ଗଞ୍ଜାମ ଜିଲ୍ଲା ସୋରଡ଼ା ବିଧାୟକ ପୂର୍ଣଚନ୍ଦ୍ର ସ୍ୱାଇଁ ମଧ୍ୟ ପରୀକ୍ଷା ଦେଇଛନ୍ତି । ସୋରଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ଶାସକ ଦଳ ବିଧାୟକ
Read More...

ସିବିଏସ୍‌ଇ ଦ୍ୱାଦଶରେ ୯୯.୩୭% ପାସ୍‌

ନୂଆଦିଲ୍ଲୀ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ଦ୍ୱାରା ପରିଚାଳିତ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଚଳିତ ବର୍ଷ ମୋଟ ୯୯.୩୭ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଚଳିତ ବର୍ଷ ମୋର୍ଟ ୧୩,୦୪,୫୬୧ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ
Read More...

୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର: ରାଜ୍ୟରେ ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇବେ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି । ଏହା ସହିତ ଉଚ୍ଚପ୍ରାଥମିକ
Read More...

ଆଜିଠୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା

କଟକ: ଆସନ୍ତାକାଲି ୩୦ତାରିଖ ଠାରୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା ଆରମ୍ଭ ହେବ । ଅଗଷ୍ଟ ୫ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଛାତ୍ରଛାତ୍ରୀମାନେ ୫୦୪ଟି କେନ୍ଦ୍ରରେ ପରୀକ୍ଷା ଦେବେ । ଚଳିତ ବର୍ଷ ୧୧, ୧୫୧ଜଣ ପରୀକ୍ଷା ଦେବେ । ସମସ୍ତ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ଓ ଉତ୍ତର ଖାତା
Read More...

ରାଜ୍ୟରେ ଖୋଲିବ ମେଡିକାଲ କଲେଜ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ହାର ହ୍ରାସ ପାଉଥିବା ବେଳେ ବନ୍ଦ ଥିବା ମେଡିକାଲ କଲେଜକୁ ପୁଣି ଥରେ ଖୋଲିବା ପାଇଁ ସରକାର ନିଷ୍ପତି ନେଇଛନ୍ତି । ଏଥିନେଇ ଡିଏମଇଟିଙ୍କୁ ଚିଠି ଲେଖି ଜଣାଇଛନ୍ତି ଏସିଏସ୍ ପ୍ରଦୀପ୍ତ ମହାପାତ୍ର । କୋଭିଡ୍ ଗାଇଡଲାଇନ୍ ପାଳନ ପୂର୍ବକ ପୁଣିଥରେ
Read More...

ଦଶମ ଓ ଦ୍ୱାଦଶ ଶ୍ରେଣୀରେ କ୍ଲାସ୍‌ରୁମ୍ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର: ମହାମାରୀ କରୋନା ଯୋଗୁଁ ଦିର୍ଘ ଦେଢବର୍ଷ ଧରି ରାଜ୍ୟରେ ସ୍କୁଲ କଲେଜ୍ ଗୁଡିକ ବନ୍ଦ ରହିଥିଲା ବେଳେ ଆଜି ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବା ସହ ଛାତ୍ରଛାତ୍ରୀଙ୍କ କ୍ଲାସ୍‌ରୁମ୍ ପାଠପଢ଼ା ଆରମ୍ଭ ହୋଇଛି । ସକାଳ ୧୦ଟାରୁ କ୍ଲାସ୍ ଆରମ୍ଭ ହୋଇଥିଲା ବେଳେ ପ୍ରଥମଦିନ ଏକ ଘଣ୍ଟା
Read More...