Browsing Category

ଶିକ୍ଷା

ଅଗଷ୍ଟ ୨ୟ ସପ୍ତାହରେ ଯୁକ୍ତ ୨ ରେଜଲ୍ଟ

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ଫଳାଫଳ ଆସନ୍ତା ଅଗଷ୍ଟ ୨ୟ ସପ୍ତାହରେ ପ୍ରକାଶ ପାଇବ । କରୋନା ସଂକ୍ରମଣର ଭୟାବହତା ଯୋଗୁଁ ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷାର ଆୟୋଜନ ହୋଇ ପାରି ନଥିବାରୁ ମାଧ୍ୟମିକ ଶିକ୍ଷା ପରିଷଦ ୧୦ମ ପରୀକ୍ଷା ପ୍ରଦର୍ଶନକୁ ଆଧାର
Read More...

ଜୁଲାଇ-ଅଗଷ୍ଟରେ ୟୁଜି, ପିଜି ଶେଷ ପରୀକ୍ଷା

ଭୁବନେଶ୍ୱର: ମହାମାରୀ କରୋନା ଯୋଗୁଁ ସ୍ଥଗିତ ଥିବା ୟୁଜି, ପିଜିର ଫାଇନାଲ ଇୟର ବା ଫାଇନାଲ୍ ସେମିଷ୍ଟର ପରୀକ୍ଷା ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଆଜି ଏହି ଘୋଷଣା କରିଛନ୍ତି । ଗଣମାଧ୍ୟମକୁ ଏ ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି, ବିଶ୍ୱବିଦ୍ୟାଳୟ ଗୁଡ଼ିକର
Read More...

ଜୁଲାଇ ୩୧ ସୁଦ୍ଧା ସିବିଏସ୍‌ଇ ଦ୍ୱାଦଶ ରେଜାଲ୍ଟ

ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷାବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦ୍ୱାଦଶ ପରୀକ୍ଷା ଫଳ ଆସନ୍ତା ଜୁଲାଇ ୩୧ ତାରିଖ ସୁଦ୍ଧା ପ୍ରକାଶ ପାଇବ । ଆଜି ଏ ନେଇ ସିବିଏସ୍‌ଇ ପକ୍ଷରୁ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ସତ୍ୟପାଠରେ ଏହି ସୂଚନା ଦିଆଯାଇଛି । ସେହିପରି ଦଶମ,
Read More...

ଚଳିତ ବର୍ଷ ହେବ ୟୁଜି ଓ ପିଜି ପରୀକ୍ଷା !

ଭୁବନେଶ୍ୱର: ଚଳିତବର୍ଷ ପ୍ରାୟତଃ ୟୁଜି ପିଜି ପରୀକ୍ଷା ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି । ଆଜି ଭିଡିଓ କନ୍‌ଫରେନ୍ସିଂ ମାଧ୍ୟରେ ଅନୁଷ୍ଠିତ ବିଭିନ୍ନ ବିଶ୍ୱ ବିଦ୍ୟାଳୟର କୁଳପତିମାନଙ୍କ ସହ ଆଲୋଚନା ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସାହୁ ଏହି ସୂଚନା
Read More...

ଯୁକ୍ତ୩ ନାମଲେଖା ପାଇଁ ଖୁବ୍‌ଶୀଘ୍ର ବିଜ୍ଞପ୍ତି

ଭୁବନେଶ୍ୱର: ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ଯୁକ୍ତ୩ କଲେଜରେ ନାମଲେଖା ପ୍ରକ୍ରିୟା ଖୁବ୍‌ଶୀଘ୍ର ଆରମ୍ଭ ହେବ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଛି । ୪ଟି ବିଶ୍ୱବିଦ୍ୟାଳୟକୁ ଚିଠି ଲେଖାଯାଇ ସେମାନଙ୍କଠାରୁ ପ୍ରସ୍ତାବ ମଗାଯାଇଛି । ସାମ୍‌ସ ମାଧ୍ୟମରେ ଯୁକ୍ତ୩ରେ
Read More...

୧୫ ଦିନ ଭିତରେ ଗଠନ ହେବଯୁକ୍ତ ୨ ମୂଲ୍ୟାୟନ ଲାଗି ବିଶେଷଜ୍ଞ କମିଟି

ଭୁବନେଶ୍ବର: ଯୁକ୍ତ ୨ ପରୀକ୍ଷା ବାତିଲକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୧୫ ଦିନ ଭିତରେ ଗଠନ ହେବ ବିଶେଷଜ୍ଞ କମିଟି । ସିବିଏସଇ ପଲିସିକୁ ଅନୁଧ୍ୟାନ କରି କମିଟି ସଦସ୍ୟମାନେ ତର୍ଜମା
Read More...

ବାତିଲ ହେଲା ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ବର: ବାତିଲ ହେଲା ଦ୍ୱାଦଶ ଶ୍ରେଣୀ ବା ଯୁକ୍ତ ଦୁଇ ପରୀକ୍ଷା। ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କଲେ ରାଜ୍ୟ ସରକାର। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। କରୋନାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।କରୋନାର ଦ୍ୱିତୀୟ ଲହର
Read More...

ପହିଲାରୁ ବିଶ୍ୱବିଦ୍ୟାଳୟ ଓ କଲେଜ୍‌ରେ ଅନ୍‌ଲାଇନ୍ କ୍ଲାସ୍

ଭୁବନେଶ୍ୱର: ଜୁନ୍ ୧ରୁ ଡିଗ୍ରୀ କଲେଜ୍ ଓ ବିଶ୍ୱବିଦ୍ୟାଳୟ ଗୁଡିକରେ ଅନ୍‌ଲାଇନ୍ କ୍ଲାସ୍ ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଏହି ନିର୍ଦ୍ଦେଶନାମା ଅନୁଯାୟୀ, ଖରା ଛୁଟି ପରେ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟରେ ଓ ଡିଗ୍ରୀ
Read More...

ଓଜେଇଇ ଆବେଦନ ଜୁନ୍ ୧୫ ଯାଏଁ ବୃଦ୍ଧି

ଭୁବନେଶ୍ୱର: ଓଡିଶା ଜଏଂଟ ଏଂଟ୍ରାନ୍ସ ଏକଜାମିନେସନ୍ (ଓଜେଇଇ) ପାଇଁ ଆବେଦନ ଅବଧି ଜୁନ୍ ୧୫ କୁ ବୃଦ୍ଧି କରାଯାଇଛି । ସେହିପରି ଫି ଦାଖଲର ଶେଷ ତାରିଖ ଜୁନ୍ ୧୭କୁ ବୃଦ୍ଧି କରାଯାଇଛି । କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଥିବାରୁ ଏହି ନିଷ୍ପତି
Read More...

ଦେଶରେ ଦିନକରେ ୪୨୦୫ ମୃତ : ୩,୪୮,୪୨୧ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ ମହାମାରୀ କରୋନାର ଦ୍ୱିତୀୟ ଲହର ଗତ ୨ଦିନ ଧରି ୪ଲକ୍ଷ ତଳକୁ ଖସିଥିବା ବେଳେ ଆଜି ପୁଣି ଉପରମୁହାଁ ହୋଇଛିି । ସେହିପରି ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଆଜି ଦିନକରେ ଦେଶରେ ୪୨୦୫ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିଲା ବେଳେ ୩,୪୮,୪୨୧ ଜଣ ପଜିଟିଭ୍
Read More...