Browsing Category

ସ୍ବାସ୍ଥ୍ୟ

ରାଜ୍ୟରେ ପଜିଟିଭିଟି ହାର କମୁଛି

ଭୁବନେଶ୍ୱର: ରାଜ୍ୟରେ ପୁଣି ସଂକ୍ରମଣ ଉପରମୁହାଁ ହୋଇଛି ଥିବା ବେଳେ ପଜିଟିଭିଟି ହାର ହାତ୍ସପାଇଛି । ଏବେ ପଜିଟିଭିଟ ହାର ୧୪% ରହିଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରୁ ୯୫୪୧ ଜଣ ନୂଆ କରୋନା ସଂକ୍ରମିିତଙ୍କୁ ଚିହ୍ନଟ କରାଯାଇଛି । ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୧୩୪୨
Read More...

ସରକାର କିଣିବେ ୫ହଜାର ପାଉଜ୍ ୨-ଡିଜି ଔଷଧ

ଭୁବନେଶ୍ୱର: ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନ (ଡିଆରଡିଓ) ଦ୍ୱାରା ପ୍ରସ୍ତୁତ ୨-ଡିଜି ୫ହଜାରର ପାଉଜ୍ ଔଷଧ ରାଜ୍ୟ ସରକାର କିଣିବେ । ଏନେଇ ସରକାରଙ୍କ ପକ୍ଷରୁ ଅର୍ଡର ଦିଆଯାଇଛି ବୋଲି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପିକେ ମହାପତ୍ର ସୂଚାନା ଦେଇଛନ୍ତି । ସୂଚନା ଯୋଗ୍ୟ ଯେ,
Read More...

ଦେଶରେ ଥମୁନି ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ୨ଲକ୍ଷ ତଳକୁ ରହିଛି ଦୈନିକ ସଂକ୍ରମଣ । ଆଉ ୧ଲକ୍ଷ ୭୩ହଜାର ୭୯୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୭୭,୨୯,୨୪୭କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ୩ହଜାର ୬୧୭ ଆକ୍ରାନ୍ତଙ୍କ ମୃତ୍‌ୁ୍ୟ ହୋଇଥିବା ବେଳେ ମୋଟ୍
Read More...

୨୪ ଘଂଟାରେ ୧୦ ହଜାର ୯୩୯ ପଜିଟିଭ, ୩୩ ମୃତ

ଭୁବନେଶ୍ୱର:: ଆଜି ରାଜ୍ୟରେ ୩୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଖୋର୍ଦ୍ଧାରୁ ୭, ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡିରୁ ୪ ଲେଖାଏଁ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଓ ସୁବର୍ଣ୍ଣପୁରରୁ ୩ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୨ ଲେଖାଏଁ, ଦେବଗଡ, ଯାଜପୁର, କନ୍ଧମାଳ, କୋରାପୁଟରୁ ଜଣେ ଲେଖାଏଁ
Read More...

ରାଜ୍ୟରେ ରେକର୍ଡ : ଦିନକରେ ଗଲା ୩୨ ଜୀବନ

ଭୁବନେଶ୍ୱର: ମହାମାରୀ କରୋନାରେ ସଂକମଣ ଆଜି ସାମାନ୍ୟ ହ୍ରାସ ପାଇଥିଲା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି । ଆଜି ଦିନକରେ ରାଜ୍ୟରେ ସର୍ବକାଳୀନ ରେକର୍ଡ ୩୨ଜଣଙ୍କର ମୃତ୍ୟୁ ଘଟିଥିଲା ବେଳେ ୧୧୦୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୧୯୩ ଜଣ ସଙ୍ଗରୋଧ
Read More...

୧୫ ରାଜ୍ୟକୁ ଓଡ଼ିଶାରୁ ଗଲାଣି ୨୦ ହଜାର ୭ ମେଟ୍ରିକ ଟନ ଅମ୍ଳଜାନ

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ଅମ୍ଳଜାନ ସଙ୍କଟ ବିପଜ୍ଜନକ ପରିସ୍ଥିତି ସୃଷ୍ଟି କରିଛି । ପ୍ରତିଦିନ ଦେଶରେ କୌଣସି ନା କୌଣସି ସ୍ଥାନରେ ଅମ୍ଳଜାନ ଅଭାବରୁ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି । ଏଭଳି ପରିସ୍ଥିତିରେ ଓଡ଼ିଶା ବିଭିନ୍ନ ରାଜ୍ୟକୁ ମେଡିକାଲ
Read More...

ବଢୁଛି ‘ବ୍ଲାକ୍ ଫଙ୍ଗସ୍‌’ ଦେଶରେ ୮୮୪୮ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ ଘାତକ ‘ବ୍ଲାକ ଫଙ୍ଗସ୍‌’ ବା ମ୍ୟୁକୋର୍ମାଇକୋସିସ୍‌ରେ ୮୮୪୮ଜଣ ଆକ୍ରାନ୍ତ ହୋଇଥିବା ଜଣାଯାଇଛି । ବର୍ତମାନ ସୁଦ୍ଧା ୧୨୬ ଜଣଙ୍କର ଜୀବନ ଯାଇଥିବା ସୂଚନା ରହିଛି । ସେମାନଙ୍କ ଭିତରୁ କେବଳ ମହାରାଷ୍ଟ୍ରରେ ହିଁ ସର୍ବାଧିକ ୯୦ ଜଣ ମୃତୃ ବରଣ କରିଛନ୍ତି । ତାହା ପଛକୁ
Read More...

ବାତ୍ୟା ପାଇଁ ଟିକାକରଣ ବନ୍ଦ

ଭୁବନେଶ୍ୱର: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତ୍ୟା ପ୍ରଭାବିତ ହୋଇଥିବା ଜିଲ୍ଲାଗୁଡିକରେ ଟିକାକରଣ ବନ୍ଦ ରଖିବାକୁ ସମସ୍ତ ଜିଲ୍ଲାପାଳମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି । ତେବେ ଟିକା ଯେପରି ନଷ୍ଟ ନହୁଏ ସେଥିପ୍ରତି ମଧ୍ୟ ସତର୍କ ରହିବାକୁ କୁହାଯାଇଛି । ବାତ୍ୟା ଯୋଗୁଁ
Read More...

୨୫୦ ଟଙ୍କାରେ ଘରେ କରିପାରିବେ କରୋନା ପରୀକ୍ଷା

ନୂଆଦିଲ୍ଲୀ : କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବାବେଳେ କରୋନା ପରୀକ୍ଷା କରିବାକୁ ପ୍ରଥମ ଥର ପାଇଁ ଆଇସିଏମଆର ଭାରତର କରୋନାର ପ୍ରଥମ ହୋମ ଟେଷ୍ଟ କିଟକୁ ମଞ୍ଜୁରୀ ଦେଇଛି । ପୁଣେର ମାଇଁ ଲ୍ୟାବ ଡ଼ିସକଭରୀ ସଲ୍ୟୁସନ ଦ୍ୱାରା ପ୍ରସ୍ତୁତ ଏହି କିଟର ନାମ କୋଭିସେଲ୍ଫ ରଖାଯାଇଥିବାବେଳେ ଏହାର
Read More...

ଦେଶରେ ୨୪ଘଂଟାରେ ସଂକ୍ରମଣ ଟପିଲା ୨.୫୯ଲକ୍ଷ

ନୂଆଦିଲ୍ଲୀ: ଦେଶରେ ଦିନକରେ ଦୈନିକ ସଂକ୍ରମଣ ୨.୫୯ ଲକ୍ଷ ଟପିଛି । ଆଉ ୨ ଲକ୍ଷ ୫୯ ହଜାର ୫୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୦,୩୧,୯୯୧କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ୪ ହଜାର ୨୦୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ
Read More...