ଦେଶରେ ପୁଣି କରୋନା ସଂକ୍ରମଣରେ ବୃଦ୍ଧି
ନୂଆଦିଲ୍ଲୀ : ଦେଶରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ଅତିକ୍ରମ କରିବା ସହ ଆଉ ୨୬,୨୯୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୩,୮୫,୩୩୯କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୧୮!-->…
Read More...
Read More...