Browsing Category

ପ୍ରମୁଖ ଖବର

ବାଲି ଚାଲାଣ ଉପରେ ଏସଟିଏଫ୍ ଚଢ଼ାଉ

ବ୍ରଜରାଜନଗର/ ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲାର ବିଭିନ୍ନ ନଦୀରୁ ବେଆଇନ ବାଲି ଚାଳାଣ ଓ ମାତ୍ରାଧିକ ଖନନ ନେଇ ଅଭିଯୋଗ ହେଉଥିଲେ ହେଁ ସେ ଉପରେ ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ଲଗାମ କସି ପାରୁନଥିଲା। ପ୍ରଶାସନ ଯେତିକି କଡ଼ା ହେଲେ ମଧ୍ୟ ଚୋରା ଚାଳାଣକରୀ ଅସାଧୁ ଉପାୟ ଅବଳନ କରି ଖସି ଯିବାରେ
Read More...

ମହିଳାଙ୍କ ମୃତଦେହ ଜବତ

ସୋର : ବାଲେଶ୍ୱର ଜିଲା ସୋର ଅନ୍ତର୍ଗତ ଅଞ୍ଚଳରେ ଜଣେ ମହିଳାଙ୍କ ମୃତଦେହ ଜବତ କରାଯାଇଥିବା ନେଇ ଶନିବାର ଜଣାପଡିଛି। ମୃତ ମହିଳା ହେଲେ କଳମଙ୍ଗା ଗ୍ରାମର ନରେନ୍ଦ୍ର ସାହୁଙ୍କ ସ୍ତ୍ରୀ ହେମଲତା।ପୋଡ଼ି ହୋଇଥିବା ଅବସ୍ଥାରେ ହେମଲତାଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ
Read More...

୧୨ଶହ ପୃଷ୍ଠାର ଚାର୍ଜସିଟ୍ ଦାଖଲ

ମୁମ୍ବାଇ: ଦିବଗଂତ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତୁ୍ୟ ମାମଲା ସହ ଜଡିତ ଡ୍ରଗ୍ସ କୋଣର ତଦନ୍ତ କରି ତାଙ୍କର ପୂର୍ବତନ ପ୍ରେମିକା ରିୟା ଚକ୍ରବର୍ତୀଙ୍କ ସମେତ ୩୩ ଜଣଙ୍କ ନାମରେ ଚାର୍ଜସିଟ୍ ଦାଖଲ କରିଛି ନାର୍କୋଟିକ୍ସ କଂଟ୍ରୋଲ୍ ବ୍ୟୁରୋ (ଏନ୍ସିବି) । ମାର୍ଚ୍ଚ ୫ ତାରିଖରେ
Read More...

ବିଜେଡି ବିଜୁ ବାବୁଙ୍କ ଆଦର୍ଶରେ ରାଜ୍ୟକୁ ଆଗକୁ ନେବ : ନବୀନ

ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁବାବୁଙ୍କ ୧୦୫ତମ ଜୟନ୍ତୀ ଅବସରରେ ରାଜ୍ୟ ବିଜେଡି ମୁଖ୍ୟ କାର୍ଯ୍ୟାଳୟରେ ଉପସ୍ଥିତ ନେତା ଓ କର୍ମୀଙ୍କୁ ମୁଖ୍ୟମନ୍ତ୍ରୀ ତଥା ଦଳୀୟ ମୁଖ୍ୟ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସି ଜରିଆରେ କହିଛନ୍ତି ଯେ, ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ । ବ୍ୟବସ୍ଥାରେ
Read More...

ପଶ୍ଚିମବଙ୍ଗ ଓ ଆସାମର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ନୂଆଦିଲ୍ଳୀ : ପଶ୍ଚିମବଙ୍ଗ ଓ ଆସାମର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ଜାରି ହୋଇଛି। ଏହି ପର୍ଯ୍ୟାୟରେ ପଶ୍ଚିମବଙ୍ଗର ୪ଟି ଜିଲ୍ଲାରେ ଅବସ୍ଥିତ ୩୦ଟି ଆସନରେ ଏପ୍ରିଲ୍‍ ପହିଲାରେ ଭୋଟ୍‍ ଗ୍ରହଣ ହେବ। ପ୍ରାର୍ଥୀପତ୍ର ଦାଖଲର ଶେଷଦିନ ୧୨ ତାରିଖ ରହିଛି। ୧୫
Read More...

ଅନୁଭବ-ବର୍ଷା ବିବାଦ: କଟକରେ ଚାଲିବ ମାମଲା

କଟକ: ଓଲିଉଡର ଚର୍ଚ୍ଚିତ ଦମ୍ପତି ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲାର ଶୁଣାଣି ଦିଲ୍ଲୀରେ ନୁହେଁ କଟକରେ ହେବ। ଦିଲ୍ଲୀର ପଟିଆଲା ହାଉସ କୋର୍ଟ ନୁହେଁ କଟକ ଫ୍ୟାମିଲି କୋର୍ଟରେ ମାମଲା ଚାଲିବ। କଟକ ଫ୍ୟାମିଲି କୋର୍ଟକୁ ମାମଲା ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।
Read More...

ପାଣି ପାଇଁ ପ୍ରତିବାଦ

ଭୁବନେଶ୍ବର: ରାଜଧାନୀରେ ଗତ କିଛି ଦିନ ହେବ ତାତି ବଢ଼ିବାରେ ଲାଗିଛି। ସହରବାସୀଙ୍କୁ ଏବେଠାରୁ ପିଇବା ପାଣି ଚିନ୍ତା ଘାରିଲାଣି। ଦୁଇ ଓଳି ଲୋକଙ୍କୁ ପାଣି ଯୋଗାଇ ଦିଆଯାଉ ନାହିଁ। ଅଚଳ ନଳକୂପ ସଜଡ଼ା ଯାଉନି, ପୋତି ହୋଇଥିବା କୂଅର ପୁନରୁଦ୍ଧାର କରାଯାଉ ନାହିଁ। ପାଣି ପାଇପ୍‌ ନେଇଥିବା
Read More...

ଦେଶରେ୧୬,୮୩୮ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ତୁଳନାରେ ସାମାନ୍ୟ ହ୍ରାସ ପାଇଛି। ଆଉ ୧୬,୮୩୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭଙ୍କ ସଂଖ୍ୟା ୧,୧୧,୭୩,୭୬୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୧୩ ଆକ୍ରାନ୍ତଙ୍କ ମୃତ୍ୟୁ
Read More...

ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ

ଭୁବନେଶ୍ୱର : ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ। ଏହି ଅବସରରେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ଦଳୀୟ ନେତା ଓ କର୍ମୀମାନଙ୍କୁ ଉଦବୋଧନ ଦେଇ କହିଛନ୍ତି, ଓଡିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ବିଜୁ ବାବୁଙ୍କ ଲକ୍ଷ୍ୟ ଥିଲା। ସେବା ଓ
Read More...

ଦିନକରେ ୯୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପୁଣି ଶହେ ମୁହାଁ ଆକ୍ରାନ୍ତଙ୍କ ସଂଖ୍ୟା। ଦିନକରେ ଆଉ ୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୫୩, ସ୍ଥାନୀୟ ୩୮। ମୋଟ ପଜିଟିଭ ସଂଖ୍ୟା ୩,୩୭,୬୨୦କୁ ବୃଦ୍ଧି ପାଇଛି। ୩,୩୪,୮୩୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।୮୧୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ
Read More...