ଏଥର ନନ୍ଦିଗ୍ରାମରୁ ଲଢିବେ ମମତା
କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନର୍ବାଚନକୁ ଦୃଷ୍ଟିରେ ରଖି ଶୁକ୍ରବାର ତୃଣମୂଳ କଂଗ୍ରେସ ୨୯୪ ବିଧାନସଭା ଆସନରୁ ୨୯୧ ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳ କେବଳ ୨୯୧ ଆସନ ପାଇଁ ହିଁ ନିର୍ବାଚନ ଲଢିବ। ବାକି ୩ ଆସନରେ ସହଯୋଗୀ ନିର୍ବାଚନ ଲଢିବେ। ଶୁକ୍ରବାରକୁ ଟିଏମ୍ସସି!-->…
Read More...
Read More...