Browsing Category

ପ୍ରମୁଖ ଖବର

ହରିୟାଣାରେ ଦୁଇ ଛାତ୍ରଙ୍କୁ ଗୁଳି କରି ହତ୍ୟା

ହରିୟାଣାରେ ସ୍ପଷ୍ଟ ଦିବାଲୋକରେ ଦୁଇ ଛାତ୍ରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସୋନୀପତ୍‌ର ମୋହାନା ଅଞ୍ଚଳରେ ୮ନମ୍ବର ଡ୍ରେନ ନିକଟରେ ଗୁରୁବାର ସକାଳେ ଏହି ହତ୍ୟାକାଣ୍ଡ ଘଟିଛି। ଆକ୍ରମଣରେ ଜଣେ ଛାତ୍ର ଘଟଣାସ୍ଥଳରେ ପ୍ରାଣ ହରାଇଥିବାବେଳେ ଅନ୍ୟ ଜଣେ ହସ୍ପିଟାଲରେ ଆଖି ବୁଜିଛନ୍ତି। ପୁଲିସ
Read More...

ରାଜ୍ୟରେ ୮୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଗତକାଲି ଜଣାପଡିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ତୁଳନାରେ ଆଜି ଏଥିରେ ହ୍ରାସ ହୋଇଛି। ୨୪ ଘଣ୍ଟାରେ ଆଉ ୮୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୪୯, ସ୍ଥାନୀୟ ୩୨। ମୋଟ ପଜିଟିଭ ସଂଖ୍ୟା ୩,୩୭,୫୨୯କୁ ବୃଦ୍ଧି ପାଇଛି। ୩,୩୪,୭୬୭ ସୁସ୍ଥ ହୋଇ ଘରକୁ
Read More...

ଘାଟିରେ ଓଲଟିଲା ବସ: ୩୦ ଆହତ , ୪ ଗୁରୁତର

ଠାକୁରମୁଣ୍ଡା : ମୟୁରଭଞ୍ଜ ଜିଲା ଅନ୍ତର୍ଗତ ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତାର ଗୋଡଭଙ୍ଗା ଘାଟିରେ ଗୁରୁବାର ସକାଳ ୯ଟା ୩୦ରେ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୩୦ ଜଣ ଯାତ୍ରୀ ଆହତ ହେବା ସହ ୪ ଗୁରୁତର ହୋଇଛନ୍ତି। ଖବର ପାଇ ଉଦ୍ଧାରକାରୀ ଦଳ ଗୁରୁତର ଆହତଙ୍କୁ
Read More...

ଦେଶରେ ୧୭ ହଜାର ଟପିଲା ପଜିଟିଭ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ବୃଦ୍ଧି ସହ ୧୭ ହଜାର ଟପିଛି। ଏହାସହ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଇଛି। ଦିନକରେ ଆଉ ୧୭,୪୦୭ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୧,୫୬,୯୨୩ରେ ପହଞ୍ଚିଛି। ଚିକିତ୍ସାଧୀନ ଅବସ୍ଥାରେ ୮୯ ଆକ୍ରାନ୍ତଙ୍କ ମୃତ୍ୟୁ
Read More...

ଜଳୁଛି ଶିମିଳିପାଳ : ରିପୋର୍ଟ ମାଗିଲେ ରାଜ୍ୟ ସରକାର

ଭୁବନେଶ୍ୱର : ଶିମିଳିପାଳ ଅଭୟାରଣ୍ୟ ଗତ ୧୦ ଦିନ ଧରି ଜଳୁଛି । ଜଙ୍ଗଲରେ ନିଆଁ ବ୍ୟାପିବାରେ ଲାଗିଛି । ନିଆଁକୁ ଲିଭାଇବା ପାଇଁ ଉଦ୍ୟମ ଜାରୀରହିଥିବା ସତ୍ୱେ ଥମିବାର ନାଁ ଧରୁନାହିଁ । ଅନ୍ୟପକ୍ଷରେ ରାଜ୍ୟ ସରକାର ମୁଖ୍ୟ ବନ ସଂରକ୍ଷକଙ୍କ ଠାରୁ ରିପୋର୍ଟ ତଲବ କରିଛନ୍ତି । ରାଜ୍ୟ ଜଙ୍ଗଲ
Read More...

ଟିକା ନେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ଦେଶରେ କରୋନା ମୁକାବିଲା ପାଇଁ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆର୍ମି ରିସର୍ଚ୍ଚ ଏବଂ ରିଫରଲ ହସ୍ପିଟାଲକୁ ଆସି କରୋନା ଟିକାର ପ୍ରଥମ ଡୋଜ ନେଇଛନ୍ତି । ରାଷ୍ଟ୍ରପତି ଟିକା ନେବାପରେ କହିଛନ୍ତି, ଭାରତରେ ସବୁଠୁ ବଡ଼ ଟିକାକରଣ ଚାଲିଛି । ଏହା ଗର୍ବର ବିଷୟ । ଦୁଇଟି ଯାକ
Read More...

ସେନାଅଧିକାରୀଙ୍କ ଆତ୍ମହତ୍ୟା

ଜାମ୍ମୁ: ଜାମ୍ମୁ-କାଶ୍ମୀରର ଶ୍ରୀନଗର ଅନ୍ତର୍ଗତ ଖାନମୋହ ଅଞ୍ଚଳରେ ଜଣେ ସେନା ଅଧିକାରୀ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି । ମୃତ ସେନା ଅଧିକାରୀ ହେଉଛନ୍ତିଲ୍ୟୁଟ୍ନାଂଟ କଲୋନେଲ୍ ସୁଦୀପ ଭଗତ । ଅଧିକାରୀଙ୍କ ସୂଚନା ଅନୁସାରେ, ସେନାର ଡିପୋରେ ମୁତୟନ ହୋଇଥିବା ଲ୍ୟୁଟନାଂଟ କଲୋନାଲ୍
Read More...

ଜରୁରୀକାଳୀନ ପରିସ୍ଥିତି ଜାରି ଥିଲା ଭୁଲ୍ ନିଷ୍ପତ୍ତି: ରାହୁଲ୍

ନୂଆଦିଲ୍ଲୀ : ୧୯୭୫ ମସିହାରେ କଂଗ୍ରେସ ଦେଶରେ ଜାରି କରିଥିବା ଜରୁରୀକାଳୀନ ପରିସ୍ଥିତି ଥିଲା ଏକ ଭୁଲ୍ ନିଷ୍ପତ୍ତି ଥିଲା । କିନ୍ତୁ ଦଳ କେବେ ଭାରତର ସାମ୍ବିଧାନିକ ବ୍ୟବସ୍ଥାକୁ ଅକ୍ତିଆର କରିବାକୁ ଉଦ୍ୟମ କରି ନ ଥିଲା ବୋଲି ରାହୁଳ ଗାନ୍ଧୀ କହିଛନ୍ତି । ଜେଜୀମା’ ତଥା ପୂର୍ବତନ
Read More...

ରାଜ୍ୟରେ ୯୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପୁଣି ଶହେ ମୁହାଁ ଆକ୍ରାନ୍ତଙ୍କ ସଂଖ୍ୟା। ଦିନକରେ ଆଉ ୯୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୫୮, ସ୍ଥାନୀୟ ୩୯। ମୋଟ ପଜିଟିଭ ୩,୩୭,୪୪୮କୁ ବୃଦ୍ଧି ପାଇଛି। ୩,୩୪,୭୦୩ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୭୭୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ
Read More...

ବୈତରଣୀ ପୋଲ ତଳୁ ଗୁରୁତର ଅବସ୍ଥାରେ ନାବାଳିକା ଉଦ୍ଧାର

ପାଟଣା : ପାଟଣା ବ୍ଲକ ତୁରୁମୁଙ୍ଗା ନିକଟ ବୈତରଣୀ ପୋଲ ତଳୁ ବୁଧବାର ଜଣେ ଅଜଣା ନାବାଳିକାକୁ ମୁମୂର୍ଷୁ ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। ଆନୁମାନିକ ୭ ରୁ ୮ ବର୍ଷ ବୟସର ଏହି ନାବାଳିକାଟିର ତଣ୍ଟି ଚିପି ହତ୍ୟା ଉଦ୍ୟମ କରାଯାଇଥିବା ସ୍ପଷ୍ଟ ଜଣାପଡୁଛି। ଶିଶୁକନ୍ୟାର ପାଟିରୁ
Read More...