Browsing Category

ପ୍ରମୁଖ ଖବର

ତ୍ରିଲୋଚନ କାନୁନଗୋଙ୍କ ପରଲୋକ

ଭୁବନେଶ୍ୱର : ଜଗତସିଂହପୁରର ପୂର୍ବତନ ସାଂସଦ ତଥା ବିଶିଷ୍ଟ ଶିକ୍ଷାବିତ୍ ଓ ଅର୍ଥନୀତିଜ୍ଞ ତ୍ରିଲୋଚନ କାନୁନଗୋଙ୍କ ଆଜି ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା
Read More...

ପାଣି ପାଇଁ ଡହଳ ବିକଳ,କୁଲେଈ ମୁଣ୍ଡାବସ୍ତି ବାସିନ୍ଦା

କଣିହାଁ : ଗ୍ରୀଷ୍ମର ପ୍ରଚଣ୍ଡ ପ୍ରବାହ ଯୋଗୁଁ ସମସ୍ତ ଅଂଚଳରେ ପାଣିର ସ୍ରୋତ କମିବାକୁ ଲାଗିଛି l ଫଳରେ ଲୋକେପାଣି ପାଇଁ ଡହଳ ବିକଳ ହେଉଥିବା ଦେଖାଯାଉଛି l ପାଣି ସମସ୍ୟା ପାଇଁ ଲୋକେ ବ୍ରାହ୍ମଣୀ ନଦୀର ଅଳିଆ, ଆବର୍ଜନା ପାଣି ବ୍ୟବହାର କରୁଥିବାର ଦେଖିବାକୁ ମିଳିଛି l ଏଇଭଳି ସମସ୍ୟା
Read More...

ଓଡିଆରେ ପ୍ରଥମଥର ପାଇଁ “ଦେବଦାସ” ମ୍ୟୁଜିକାଲ ପ୍ଲେ

ଭୁବନେଶ୍ୱର : ପ୍ରଥମ ଥର ପାଇଁ ଓଡିଆରେ ମଞ୍ଚସ୍ଥ ହେବାକୁ ଯାଉଛି, 'ଦେବଦାସ - ମ୍ୟୁଜିକାଲ୍ ପ୍ଲେ' l ଅରୋମିରା ଏଣ୍ଟରଟେନମେଣ୍ଟ ଆଣିବ ସମ୍ପୂର୍ଣ୍ଣ ଓଡିଆରେ ଏହି କାଳଜୟୀ ପ୍ରେମ ଗାଥା ଯାହା ଦର୍ଶକ ରବୀନ୍ଦ୍ର ମଣ୍ଡପରେ ଆସନ୍ତା ୨୭ ତାରିଖ (ଗୁରୁବାର) ଦିନ ଉପଭୋଗ କରିବେ l ଦେବଦାସ
Read More...

ଜଳିଗଲା ସେନା ଗାଡି, ୪ ଯବାନ ସହିଦ

ଶ୍ରୀନଗର : ଜମ୍ମୁ-କଶ୍ମୀରର ପୁଞ୍ଚ-ଜାମ୍ମୁ ଜାତୀୟ ରାଜପଥରେ ଆଜି ଏକ ସେନା ଟ୍ରକରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ୪ଜଣ ଯବାନ ସହିଦ ହୋଇଥିଲା ବେଳେ ଆଉ କେତେକ ଯବାନ ଗୁରୁତର ଭାବେ ଆହତ ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ଲାଗି ଆର୍ମି ହସ୍ପିଟାଲରେ ଭର୍ତି କରାଯାଇଛି । ଅଗ୍ନିକାଣ୍ଡର
Read More...

ଓଡ଼ିଶା ଦକ୍ଷତା କନକ୍ଲେଭ୍ ଉଦ୍ଘାଟିତ

ଦକ୍ଷତା ବିକାଶ ପାଇଁ ୧୦୦ କୋଟିର ପାଣ୍ଠି ଭୁବନେଶ୍ୱର : କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଏହି ସମାରୋହରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି କାର୍ଯ୍ୟକ୍ରମ ମାନବ ସଂସ୍କରଣର ଏକ ଉଦାହରଣ ।
Read More...

ରାଜନାଥଙ୍କୁ କରୋନା

ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଗୁରୁବାର ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ସେ ଏବେ ଘରେ କ୍ୱାରେଣ୍ଟାଇନରେ ଅଛନ୍ତି । ତାଙ୍କ ଠାରେ ଅଳ୍ପ ଲକ୍ଷଣ ରହିଛି । ଡାକ୍ତରଙ୍କ ଏକ ଟିମ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିଛନ୍ତି ।
Read More...

ସୂଚନା ଓ ଲୋକସମ୍ପର୍କ ନିର୍ଦେଶକ ହେଲେ ସରୋଜ ସାମଲ

ଭୁବନେଶ୍ୱର : ରାଜ୍ୟ ସୂଚନା ଓ ଲୋକସମ୍ପର୍କ(ଆଇଆଣ୍ଡପିଆର) ନିର୍ଦେଶକ ଭାବେ ଆଇଏଏସ୍ ସରୋଜ କୁମାର ସାମଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ସକାଳେ ବଦଳି ନିର୍ଦେଶ ପ୍ରକାଶ ପାଇବା ପରେ ଅପରାହ୍ନରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି
Read More...

ଜୀ-ସାର୍ଥକ ରେ ଏପ୍ରିଲ ୨୨ରୁ ଆରମ୍ଭ ହେବ ‘ରଜ କୁଇନ୍‌ – ଉଡ଼ିଯା…ଆକାଶଟା ତୋ’ର ‘

ଭୁବନେଶ୍ଵର : ବହୁ ପ୍ରତିକ୍ଷିତ ଓଡ଼ିଶାର କଳା, ସଂସ୍କୃତି ଓ ପରମ୍ପରାକୁ ନେଇ ଲୋକପ୍ରିୟ ରିଏଲିଟି ସୋ 'ରଜ କୁଇନ୍‌ ' ଏପ୍ରିଲ୍ ୨୨ ରୁ  ପ୍ରତେକ  ଶନିବାର ଓ ରବିବାର ରାତି ୯.୩୦ମିନିଟ୍ ରେ ପ୍ରସାରିତ ହେବ ରାଜ୍ୟର ଏକ ନମ୍ବର ମନୋରଂଜନ ଚ୍ଯାନେଲ ଜୀ-ସାର୍ଥକ ରେ | ୧୧ ବର୍ଷରେ ପଦାର୍ପଣ
Read More...

ଜୀ-ସାର୍ଥକ ପ୍ରସ୍ତୁତି ‘IPS ଦୁର୍ଗା’ ଚଳଚ୍ଚିତ୍ର ର ଅଡିଓ ଲୋକାର୍ପିତ

ଭୁବନେଶ୍ୱର : ସୂର୍ୟମୟୀଙ୍କ ପ୍ରଥମ ପୋଲିସ ଅବତାର ଚଳଚ୍ଚିତ୍ର "IPS ଦୁର୍ଗା" ଜୀ- ସାର୍ଥକରେ ଆସନ୍ତା ଏପ୍ରିଲ ୨୩ ତାରିଖ ସନ୍ଧ୍ୟା ୬:୩0 ରେ ମୁକ୍ତିଲାଭ କରିବାକୁ ଯାଉଥିବା ବେଳେ ଗତକାଲି ଭୁବନେଶ୍ୱରସ୍ଥିତ ଏକ ତାରକା ହୋଟେଲରେ ଅଡିଓ ଲୋକାର୍ପିତ ହୋଇଯାଇଛି l ଏହି ଅଡିଓ ଲୋକାର୍ପଣ ଉତ୍ସବରେ
Read More...

ଭୁବନେଶ୍ୱରରେ ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର (ଫାୟାର ଷ୍ଟେସନ୍) ପ୍ରତିଷ୍ଠା ହେବ । ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି । ଭୁବନେଶ୍ୱରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ
Read More...