Browsing Category

ପ୍ରମୁଖ ଖବର

ଉତ୍ତରପ୍ରଦେଶର କାନପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

କାନପୁର : ଉତ୍ତରପ୍ରଦେଶର କାନପୁରରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ଖବର ମିଳିଛି। ଭୋଗନୀପୁର କୋତବାଲୀ ଅନ୍ତର୍ଗତ ମଉଖାସ ଗାଁ ନିକଟରେ ମୁଗଲ ରାସ୍ତାକଡକୁ ଭାରସାମ୍ୟ ହରାଇ ଏକ ଟ୍ରକ ଓଲଟି ୬ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଥିବା
Read More...

୭କୋଟି ୯୦ ଲକ୍ଷ ଟଙ୍କାର ନକଲି ନୋଟ୍‍ ଜବତ

କୋରାପୁଟ: କୋରାପୁଟ ଜିଲା ସୁଙ୍କୀ ଆଉଟପୋଷ୍ଟ ନିକଟରୁ ମଙ୍ଗଳବାର ୭କୋଟି ୯୦ ଲକ୍ଷ ଟଙ୍କାର ନକଲି ନୋଟ୍‍ ଜବତ ହୋଇଛି। ଏକ କାରରେ ବିଶାଖାପାଟଣାରୁ ନକଲି ନୋଟ୍ ନେଇ ୩ ଜଣ ବ୍ୟକ୍ତି ଛତିଶଗଡ଼ ଯାଉଥିବା ବେଳେ ସେମାନଙ୍କୁ ଧରିଛି ପଟାଙ୍ଗୀ ପୁଲିସ। ନୋଟକୁ ଜବତ କରି ସେମାନଙ୍କୁ ଅଟକ ରଖି
Read More...

କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ରାୟଗଡା : ରାୟଗଡା ବ୍ଲକ କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଥିବା ନେଇ ମଙ୍ଗଳବାର ଖବର ମିଳିଛି। କନିଷ୍ଠ ଯନ୍ତ୍ରୀ କେ.ନାଗେଶ୍ୱର ସେନାପତିଙ୍କ ବାସଭବନ ସମେତ ଅନେକ ସ୍ଥାନରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଚାଲିଛି। ମୋଟ ୬ଟି ସ୍ଥାନରେ ଏକକାଳୀନ
Read More...

ପୁଣି ୨୫ ଟଙ୍କା ବଢିଲା ରନ୍ଧନ ଗ୍ୟାସ

ନୂଆଦିଲ୍ଲୀ: ଦେଶରେ ପୁଣି ରନ୍ଧନ ଗ୍ୟାସ ସିଲିଣ୍ଡର ମୂଲ୍ୟ ୨୫ ଟଙ୍କା ବୃଦ୍ଧି ପାଇଛି । ଆଜିଠାରୁ ଏହି ନୂତନ ବର୍ଦ୍ଧିତ ଦର ଲାଗୁ ହୋଇଛି । ଫଳରେ ରାଜଧାନୀ ଭୁବନେଶ୍ୱରରେ ଏବେ ୧୪.୨ କେଜି ଘରୋଇ ରନ୍ଧନ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୮୪୫ ଟଙ୍କା ୫୦ ପଇସାକୁ ବଦ୍ଧି ପାଇଛି । ଏହା ପୂର୍ବରୁ
Read More...

ବିହାରରେ ମାଗଣା ଟିକା

ପାଟନା: ବିହାରରେ ସମସ୍ତ ବେସକରୀ ହସ୍ପିଟାଲରେ କରୋନା ଟିକା ମାଗଣାରେ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆଜି ତାଙ୍କର ୭୦ ତମ ଜନ୍ମଦିନରେ ଘୋଷଣା କରିଛନ୍ତି । ବିହାରରେ ଘରୋଇହସ୍ପିଟାଲ୍ ଗୁଡିକରେ ଟିକା ନେଉôଥବା ଲୋକଙ୍କ ଖଚ୍ଚୟ ବିହାର ରାଜ୍ୟ ସରକାର ବହନ କରିବେ ବୋଲି
Read More...

ସକାଳୁଆ ସ୍କୁଲ ଆରମ୍ଭ

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ସକାଳୁଆ ସ୍କୁଲ ଆରମ୍ଭ ହୋଇଛି । ସକାଳ ୭ରୁ ଦିନ ଗୋଟାଏ ଯାଏଁ ସ୍କୁଲରେ ପାଠ ପଢା ହୋଇଛି । ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ନବମ ଓ ଏକାଦଶ ଶ୍ରେଣୀ ପାଠପଢା ହୋଇଥିବା ବେଳେ ସେହିପରି ୯ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଓ ଦ୍ୱାଦଶ
Read More...

ଘରେ ନିଆଁ ଲାଗି ଜୀବନ୍ତ ଜଳିଗଲେ ଯୁବତୀ

କଳାହାଣ୍ଡି : କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଖପ୍ରାମାଲ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଥିବା ନେଇ ଖବର ମିଳିଛି। ନିଆଁରେ ପୋଡି ହୋଇ ଜଣେ ଯୁବତୀ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଘରେ କେହି ନଥିବା ସମୟରେ ଏହି ଅଗ୍ନିକାଣ୍ଡ ଘଟି ନିଆଁରେ ଯୁବତୀ ଜଣଙ୍କ ଜଳିଯାଇଥିବା ସହ ଘରଟି
Read More...

କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କରୋନା ଟିକା ନେଇଛନ୍ତି। ବିଧାନସଭା ପରିସର ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ କୋଭାକ୍ସିନ ଟିକା ନେଇଛନ୍ତି। ଟିକା ନେବା ପରେ ଟ୍ୱିଟ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇଛନ୍ତି। ଯୋଗ୍ୟ ବ୍ୟକ୍ତିଙ୍କୁ ଟିକା ନେବାକୁ
Read More...

ରାଜ୍ୟରେ ଦିନକରେ ଆଉ ୮୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ସୀମିତ ରହିଛି। ଦିନକରେ ଆଉ ୮୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୫୦, ସ୍ଥାନୀୟ ୩୬। ମୋଟ ପଜିଟିଭ ସଂଖ୍ୟା ୩,୩୭,୨୭୭ରେ ପହଞ୍ଚିଛି। ୩,୩୪,୫୭୧ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୩୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ
Read More...

ଦେଶରେ ୧୫,୫୧୦ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କିଛି ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୧୫,୫୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭ ସଂଖ୍ୟା ୧,୧୦,୯୬,୭୩୧କୁ ବୃଦ୍ଧି ପାଇଛି। ଚିିକିତ୍ସାଧୀନ ଅବସ୍ଥାରେ ୧୦୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ
Read More...