ଦେଶରେ ଦିନକରେ୧୨,୨୮୬ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ : ଦେଶରେ କିଛି ଦିନରେ ଲଗାତାର ୧୬ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏଥିରେ ହ୍ରାସ ହୋଇଥିବା ଦେଖାଯାଇଛି। ୨୪ ଘଣ୍ଟାରେ ୧୨,୨୮୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭ ସଂଖ୍ୟା ୧,୧୧,୨୪,୫୨୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ!-->…
Read More...
Read More...