ମାର୍ଚ୍ଚ ପହିଲାରୁ ସକାଳୁଆ ସ୍କୁଲ
ଭୁବନେଶ୍ୱର : ଦିନକୁ ଦିନ ଗ୍ରୀଷ୍ମତାପ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଣିକି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମାର୍ଚ୍ଚ ପହିଲାରୁ ସକାଳ ୭ରୁ ଦିନ ୧ଟା ପର୍ଯ୍ୟନ୍ତ ସ୍କୁଲ ହେବ। ନବମ ଓ ଏକାଦଶ ଶ୍ରେଣୀ ପାଇଁ ସକାଳ ୭ଟାରୁ ୯ଟା ଏବଂ ଦଶମ ଓ ଦ୍ୱାଦଶ ପାଇଁ ସକାଳ!-->…
Read More...
Read More...