ଏଲଓସିରେ ଅସ୍ତ୍ରବିରତି ପାଇଁ ଭାରତ-ପାକିସ୍ତାନ ପୁଣି ସମ୍ମତ
ନୂଆଦିଲ୍ଲୀ : ଜାମ୍ମୁ-କାଶ୍ମୀର ନିୟନ୍ତ୍ରଣ ରେଖା(ଏଲ୍ଓସି)ରେ ଗୁଳିଗୋଳା ବନ୍ଦ ପାଇଁ ଭାରତ ଓ ପାକିସ୍ତାନ ଗୁରୁବାର ସମ୍ମତ ହୋଇଛନ୍ତି। ଉଭୟ ରାଷ୍ଟ୍ରର ମିଲିଟାରୀ ଅପରେସନର ଡାଇରେକ୍ଟର ଜେନେରାଲ (ଡିଜିଏମ୍ଓ)ଙ୍କ ମଧ୍ୟରେ ହୋଇଥିବା ହଟଲାଇନ୍ ଆଲୋଚନାରେ ଏହି ସମ୍ମତି ପ୍ରକାଶ ପାଇଛି। ଉଭୟ!-->…
Read More...
Read More...