ଓଡ଼ିଆ ବିଶ୍ୱବିଦ୍ୟାଳୟର ନକ୍ସାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର: ଓଡ଼ିଆ ଭାଷା ବିଶ୍ୱ ବିଦ୍ୟାଳୟର ରୂପରେଖ ସମ୍ପର୍କରେ ଆଜି ରାଜ୍ୟ ପୂର୍ତବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଏକ ଉପସ୍ଥାପନା କରାଯାଇଥିଲା । ପୁରୀ ଜିଲ୍ଲାର ସତ୍ୟବାଦୀ ସ୍ଥିତ ପ୍ରସିଦ୍ଧ ବନ ବିଦ୍ୟାଳୟରେ ଏହି ବିଶ୍ୱ ବିଦ୍ୟାଳୟ ସ୍ଥାପନ କରାଯିବ ।!-->…
Read More...
Read More...