Browsing Category

ପ୍ରମୁଖ ଖବର

ଦେଶରେ ୨୪ ଘଣ୍ଟାରେ ୧୬ ହଜାର ୭୩୮ ଜଣ ନୂଆ ଆକ୍ରାନ୍ତ

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬ ହଜାର ୭୩୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ସଂକ୍ରମଣ ୧ କୋଟି ୧୦ ଲକ୍ଷ ୪୬ ହଜାର ୯୧୪ରେ ପହଂଚିଛି। ସେହିପରି ୧୧ ହଜାର ୭୯୯ ଜଣ ସଂକ୍ରମିତ ସୁସ୍ଥ ହେବା ପରେ ମୋଟ କରୋନା ଜନିତ ଆରୋଗ୍ୟ ସଂଖ୍ୟା ୧ କୋଟି ୭ ଲକ୍ଷ ୩୮ ହଜାର ୫୦୧କୁ ବୃଦ୍ଧି ପାଇଥିବା
Read More...

ଓଲଟିଲା ଯାତ୍ରୀବାହୀ ବସ ; ଜଣେ ମୃତ, ୧୫ ଆହତ

କେନ୍ଦୁଝର : କେନ୍ଦୁଝର ଜିଲା ଅନ୍ତର୍ଗତ ତେଲକୋଇ କାଞ୍ଜିପାଣି ଘାଟିରେ ଗୁରୁବାର ଏକ ଯାତ୍ରାବାହୀ ବସ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଏହାସହ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ତେଲକୋଇ ମେଡିକାଲରେ
Read More...

ରାଜ୍ୟରେ ସକ୍ରିୟ ଆକ୍ରାନ୍ତ ୬୨୩ ; ନୂଆ ପଜିଟିଭ ୮୯

ଭୁବନେଶ୍ୱର : ରାଜ୍ୟରେ ଆଉ ୮୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୫୩, ସ୍ଥାନୀୟ ୩୬। ମୋଟ ପଜିଟିଭ ସଂଖ୍ୟା ୩,୩୬,୯୨୪କୁ ବୃଦ୍ଧି ପାଇଛି। ୩,୩୪,୩୩୩ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୨୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୧୯ ଜିଲା ଓ ଷ୍ଟେଟ
Read More...

ଓଡ଼ିଆ ବିଶ୍ୱବିଦ୍ୟାଳୟର ନକ୍ସାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ଓଡ଼ିଆ ଭାଷା ବିଶ୍ୱ ବିଦ୍ୟାଳୟର ରୂପରେଖ ସମ୍ପର୍କରେ ଆଜି ରାଜ୍ୟ ପୂର୍ତବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଏକ ଉପସ୍ଥାପନା କରାଯାଇଥିଲା । ପୁରୀ ଜିଲ୍ଲାର ସତ୍ୟବାଦୀ ସ୍ଥିତ ପ୍ରସିଦ୍ଧ ବନ ବିଦ୍ୟାଳୟରେ ଏହି ବିଶ୍ୱ ବିଦ୍ୟାଳୟ ସ୍ଥାପନ କରାଯିବ ।
Read More...

ବିମାନ ବନ୍ଦରରେ ହେବ କରୋନା ଟେଷ୍ଟିଂ ସେଂଟର

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଆଶଙ୍କାରେ ଭୁବନେଶ୍ୱର ବିମାନବନ୍ଦରରେ ଏକ ଟେଷ୍ଟିଂ ସେଂଟର ବିଏମ୍ସିପକ୍ଷରୁ ପ୍ରତିଷ୍ଠା କରାଯିବ । ସେଠାରେ ଯାତ୍ରୀଙ୍କର ସ୍କ୍ରିନିଂ କରାଯିବ, ମାତ୍ର କରୋନା ଟେଷ୍ଟିଂ ବାଧ୍ୟତାମୂଳକ ନୁହେଁ । ସ୍କ୍ରିନିଂ ସମୟରେ ଯଦି କିଛି ଲକ୍ଷଣ
Read More...

କାଳିଆ ଯୋଜନାରେ ୧ ଲକ୍ଷ ଅଯୋଗ୍ୟ ହିତାଧିକାରୀ

ଭୁବନେଶ୍ୱର: କାଳିଆ ଯୋଜନାରେ୧୦୪୦୭୬ ଜଣ ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛିବୋଲି ଆଜି ବିଧାନସଭାରେ କୃଷି ମନ୍ତ୍ରୀ ଅରୁଣ ସାହୁ ପ୍ରକାଶ କରିଛନ୍ତି । ବିଜେଡି ବିଧାୟକ ସୌମ୍ୟରଞ୍ଜ ପଟ୍ଟନାୟକ ଏକ ପ୍ରଶ୍ନର ଉତର ଦେଇ ମନ୍ତ୍ରୀ ଶ୍ରୀ ସାହୁ କହିଛନ୍ତି ଯେ, ଅଯୋଗ୍ୟ
Read More...

ମାର୍ଚ୍ଚ ପହିଲାରୁ ବୟସ୍କଙ୍କୁ ମାଗଣା ଟିକା

ନୂଆଦିଲ୍ଲୀ: ଦେଶର କେତେକ ରାଜ୍ୟରେ କରୋନା ଭୁତାଣୁ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଆସନ୍ତା ମାର୍ଚ୍ଚ ପହିଲାରୁ ଦ୍ୱିତୀୟ ପର୍ଯ୍ୟାୟ ଟୀକାକରଣ ଆରମ୍ଭ ହେବ । ଏନେଇ କେନ୍ଦ୍ର କ୍ୟାବିନେଟ୍ ଆଜି ଏକ ପ୍ରସ୍ତାବିକକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ମାର୍ଚ୍ଚ ପହିଲାରୁ ୬୦ରୁ ଉଦ୍ଧ୍ୱର୍
Read More...

ବିଜେପି ସାଂସଦଙ୍କୁ ଜେଲରେ ନିର୍ଯାତନା ମାମଲା

ମୁମ୍ବାଇ: ଭୋପାଳ ବିଜେପି ସାଂସଦ ପ୍ରଜ୍ଞା ସିଂହ ଠାକୁରଙ୍କୁ ଜେଲରେ ନିର୍ଯାତନା ଦିଆଯିବା ଅଭିଯୋଗ ଉପରେ ମହାରାଷ୍ଟ୍ର ରାଜ୍ୟ ମାନବାଧିକାର କମିସନ ରାଜ୍ୟ ପୁଲିସ୍‌ ମୁଖ୍ୟ, ଡିଜିପିଙ୍କୁ ଆଜି ସମନ କରିଛନ୍ତି। ଅପ୍ରେଲ ୬ ତାରିଖ ପୂର୍ବରୁ କମିସନଙ୍କ ନିକଟରେ ହାଜର ହେବା ପାଇଁ ଜାରି ସମନରେ
Read More...

୫ ରାଜ୍ୟର ବ୍ୟକ୍ତିଙ୍କୁ ଦିଲ୍ଲୀରେ ପ୍ରବେଶ ପୂର୍ବରୁ ଦେବାକୁ ପଡିବ କରୋନା ନେଗେଟିଭ ରିପୋର୍ଟ

ନୂଆଦିଲ୍ଲୀ : କିଛି ରାଜ୍ୟରେ କରୋନା ସଂକ୍ରମଣ ହଠାତ ବୃଦ୍ଧି ପାଉଥିବା ଦେଖାଯାଇଛି। ଏହାକୁ ଦୃଷ୍ଟିରେ ରଖି ଦେଶର ରାଜଧାନୀ ଦିଲ୍ଲୀରେ ନୂଆ ନିୟମ ଲାଗୁ କରାଯାଇଛି। ଦିଲ୍ଲୀରେ ପ୍ରବେଶ କରିବାକୁ ହେଲେ ଆସନ୍ତା ଶୁକ୍ରବାର ଠାରୁ ଦେଶର ୫ଟି ରାଜ୍ୟରୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ନିମନ୍ତେ
Read More...

ପୁଡୁଚେରୀରେ ରାଷ୍ଟ୍ରପତି ଶାସନ ଲାଗୁ

ପୁଡୁଚେରୀ: ପୁଡୁଚେରୀରେ ଗତ କିଛି ଦିନ ଧରି ରାଜନୈତିକ ସଙ୍କଟ ଜାରି ରହିଛି। ଗତ ସୋମବାର ମୁଖ୍ୟମନ୍ତ୍ରୀ ଭି. ନାରାୟଣସାମୀ ବିଧାନସଭାରେ ଆସ୍ଥା ଭୋଟରେ ପରାଜିତ ହେବା ପରେ ଏହି କେନ୍ଦ୍ର ଶାସିତ ଅଞ୍ଚଳରେ ଶାସକ କଂଗ୍ରେସ ସରକାର ଭାଙ୍ଗିଯାଇଥିଲା। ଏହା ପରେ କେନ୍ଦ୍ର ସରକାର ବୁଧବାର
Read More...