Browsing Category

ପ୍ରମୁଖ ଖବର

ଗର୍ଭବତୀ ମା’ ଓ ଶିଶୁଙ୍କ ପାଇଁ ସ୍ୱତନ୍ତ୍ର ଟିକାକରଣ

ସୁନ୍ଦରଗଡ଼: ୨୨ ଫେବ୍ରୁଆରି ୨୦୨୧: ସୁନ୍ଦରଗଡ଼ ଜିଲ୍ଲାରେ ସ୍ୱତନ୍ତ୍ର ଟିକାକରଣ କାର୍ଯ୍ୟକ୍ରମ “ମିଶନ୍ ଇନ୍ଦ୍ରଧନୁସ୍’ର ଶୁଭାରମ୍ଭ କରାଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟସ୍ଥିତ ଏମସିଏଚ୍ କୋଠାରେ ସୋମବାର ଦିନ ଏହି କାର୍ଯ୍ୟକ୍ରମକୁ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ଉଦଘାଟନ କରିଛନ୍ତି ।
Read More...

ବିହାରର କଟିହାରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୬ମୃତ, ୩ ଆହତ

କଟିହାର : ବିହାରର କଟିହାରରେ କୁସ୍ରେଲା ଥାନା ଅନ୍ତର୍ଗତ ୩୧ ନମ୍ବର ରାଷ୍ଟ୍ରୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ମଙ୍ଗଳବାର ଖବର ମିଳିଛି। ଟ୍ରକ ଓ ସ୍କ୍ରପିଓ ମଧ୍ୟରେ ଧକ୍କା ହୋଇ ଦୁର୍ଘଟଣାରେ ୬ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକମାନେ
Read More...

ଓଡିଶା ସୀମାରେ ରାସ୍ତା ନିର୍ମାଣ କରୁଛି ଆନ୍ଧ୍ର

ଗୁଣୁପୁର: ପୁଣି ସୀମା ଲଂଘିଲା ଆନ୍ଧ୍ର। ଓଡ଼ିଶାର ସୀମାନ୍ତବର୍ତ୍ତି ତଥା ଦୁର୍ଗମ ଗିରି କନ୍ଦର ଅଞ୍ଚଳ ଏବେ ଆନ୍ଧ୍ରର ଲୋଲୁପ ଦୃଷ୍ଟିରେ। ପ୍ରଥମେ କୋରାପୁଟ ଜିଲ୍ଲା କୋଟିଆ, ପରେ ଗଞ୍ଜାମ, ଗଜପତି ଆଉ ଏବେ ରାୟଗଡା ଜିଲ୍ଲାର ସୀମାନ୍ତ ଅଞ୍ଚଳକୁ କବଜା କରିବା ଲକ୍ଷ୍ୟରେ ଆନ୍ଧ୍ର ସରକାର। ରାୟଗଡା
Read More...

ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଏ ଦିଗରେ ବିଚାର ବିମର୍ଶ ପରେ ନିଷ୍ପତ୍ତି ହେବ। ନବମରୁ ଦ୍ୱାଦଶ କ୍ଲାସ ଚାଲିଛି। ମାତ୍ର ପ୍ରଥମରୁ ଅଷ୍ଟମ କ୍ଲାସ ନେଇ ନିଷ୍ପତ୍ତି ହୋଇନି। ଅନ୍ୟ
Read More...

ରାସ୍ତା କଡରେ ଥିବା ଟ୍ୟାଙ୍କରକୁ ଧକ୍କା ଦେଲା କାର, ୬ ମୃତ

ଇନ୍ଦୋର : ମଧ୍ୟପ୍ରଦେଶର ଇନ୍ଦୋରରେ ସଡକ ଦୁର୍ଘଟଣା ଘଟିଥିବା ନେଇ ମଙ୍ଗଳବାର ଖବର ମିଳିଛି। ଲସୁଡିୟା ଥାନା ଅନ୍ତର୍ଗତ ତଲାବଲୀ ଚାନ୍ଦା ଅଞ୍ଚଳରେ ଦ୍ରୁତ ଗତିରେ ଆସୁଥିବା କାର ଭାରସାମ୍ୟ ହରାଇ ରାସ୍ତା କଡରେ ଛିଡା ହୋଇଥିବା ଇନ୍ଧନ ଟ୍ୟାଙ୍କରକୁ ଧକ୍କା ଦେବାରୁ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ
Read More...

କର୍ଣ୍ଣାଟକର ଚିକାବଲାପୁର ପଥର ଖାଦାନରେ ବିସ୍ଫୋରଣ ; ୬ ମୃତ

ବେଙ୍ଗାଲୁରୁ : କର୍ଣ୍ଣାଟକର ଚିକାବଲାପୁର ଜିଲା ସ୍ଥିତ ହିରେନାଗାଭାଲି ପଥର ଖାଦାନରେ ବିସ୍ଫୋରଣ ଘଟି ୬ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ନେଇ ମଙ୍ଗଳବାର ଜଣାପଡ଼ିଛି। ଅନ୍ୟ କେତେକ ଏଥିରେ ଗୁରୁତର ମଧ୍ୟ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ମିଳିଥିବା ସୂଚନା ଅନୁଯାୟୀ,
Read More...

ପିପିଲି ଉପନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ମେଗା ଶୋ

ପିପିଲି: ପିପିଲି ଓ ଡେଲାଙ୍ଗ ବ୍ଲକ ସମେତ ପିପିଲି ଏନଏସିର ବିକାଶ ପାଇଁ ୬୭ କୋଟି ୬୮ ଲକ୍ଷ ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଭିଡିଓ କନଫରେନ୍‌ସିଂ ମାଧ୍ୟମରେ ମଙ୍ଗଳବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଭର୍ଚୁଆଲ ସମାବେଶରେ ପିପିଲି ଓ ଡେଲାଙ୍ଗବାସୀଙ୍କ
Read More...

ଦେଶରେ ଆଉ ପଜିଟିଭ ୧୦,୫୮୪

ନୂଆଦିଲ୍ଲୀ : ଦେଶରେ ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ଅପେକ୍ଷା ଆଜି ଏଥିରେ ହ୍ରାସ ହୋଇଥିବା ଦେଖାଯାଉଛି। ଦିନକରେ ଆଉ ୧୦,୫୮୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୧୦,୧୬,୪୩୪କୁ ବୃଦ୍ଧି ପାଇଛି। ୭୮ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
Read More...

ବିଧାନସଭା ସ୍ୱାଭାବିକ

ଭୁବନେଶ୍ୱର: ବିଧାନସଭାର ବଜେଟ୍ ଅଧିବେଶନରେ ଲଗାତାହର ହଟ୍ଟଗୋଳ ଓ ମୁଲତବୀ ପରେ ଆଜି ଗୃହକାର୍ଯ୍ୟ ସ୍ୱାଭାବିକ ହୋଇଛି । ପ୍ରଶ୍ନକାଳରେ ବିଭିନ୍ନ ପ୍ରସଙ୍ଗରେ ଉତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ଏହି କ୍ରମରେ କରୋନା ଲକ୍ଡାଉନ୍ ସମୟରେ ରାଜ୍ୟରେ କେତେ ଅପରାଧ ଘଟିଛି େ ସ ନେଇ ବିସ୍ତୃତ ତଥ୍ୟ
Read More...

କୃଷି, ଶିକ୍ଷା ଓ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ

ଭୁବନେଶ୍ୱର : ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ଆଜି ବିଧାନସଭାରେ ସାଧାରଣ ସ୍ୱତନ୍ତ୍ର କୃଷି ବଜେଟ୍ ଆଗତ କରିଛନ୍ତି । ଆଥିକ ବର୍ଷ ପାଇଁ ବଜେଟ୍ ମୋଟ୍ ୧ଲକ୍ଷ ୭୦ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଏଥିମଧ୍ୟରୁ ପ୍ରଶାସିନକ ବ୍ୟୟ ପାଇଁ ୮୫ ହଜାର
Read More...