୨ ବର୍ଷରେ ୧୭୪୪ କୋଟି ଜିଏସ୍ଟି ଠକେଇ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଏକାଧିକ ଜାଲି ସଂସ୍ଥା ଖୋଲି କାଗଜପତ୍ରରେ ବେପାର ଦେଖାଇ କୋଟିକୋଟି ଠଙ୍କା ଜିଏସ୍ଟି ବାବଦକୁ ଠକିନେବା ଅଭିଯୋଗ ବଢ଼ିବାରେ ଲାଗିଛି । ବର୍ଷ ବର୍ଷ ଧରି ଏଭଳି ଠକ ବେପାରୀମାନେ ସରକାରଙ୍କୁ ଚୁନ ଲଗାଇ ଚାଲିଛନ୍ତି । ୨୦୧୮ ମସିହାରୁ ଆଜି ପର୍ଯ୍ୟନ୍ତ!-->…
Read More...
Read More...