ଆଜି ରାଜ୍ୟରୁ ୫୮ ନୂଆ ପଜିଟିଭ ଚିହ୍ନଟ
ରାଜ୍ୟରେ ଦିନକରେ ୧୮ଟି ଜିଲ୍ଲାରୁ ଆଉ ୫୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଙ୍ଗରୋଧରୁ ୩୪ ଓ ସ୍ଥାନୀୟ ଅଂଚଳରୁ ୨୪ ଜଣ ଅଛନ୍ତି। ଏହାକୁ ମିଶାଇ ମୋଟ ପଜିଟିଭ ସଂଖ୍ୟା ୩ ଲକ୍ଷ ୩୬ ହଜାର ୬୩୬ରେ ପହଞ୍ଚିଛି। ଇତି ମଧ୍ୟରେ ୩ ଲକ୍ଷ ୩୪ ହଜାର ୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା!-->…
Read More...
Read More...