Browsing Category

ପ୍ରମୁଖ ଖବର

ପୁଣି ବଢୁଛି ସଂକ୍ରମଣ !

ନୂଆଦିଲ୍ଲୀ: ଦେଶରେ ଚିହ୍ନଟ ୧୩,୧୯୩ ଜଣ କୋଭିଡ-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛି ଯାହା ଗତକାଲି ରେକର୍ଡ କରାଯାଇଥିବା ସଂକ୍ରମଣସଂଖ୍ୟା ଠାରୁ ୨.୪% ଅଧିକ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଂଟା ମଧ୍ୟରେ ୧୩.୧୯୩
Read More...

ଓଡିଶାକୁ ୪ ସପ୍ତାହ ମହଲତ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଆଜି କୋଟିଆ ମାମଲାର ଶୁଣାଣି ହୋଇଛି । ଆନ୍ଧ୍ର ସରକାର ଦାଖଲ କରିଥିବା ସତ୍ୟପାଠର ଜବାବ ଦାଖଲ ପାଇଁ ଓଡିଶା ସରକାରଙ୍କୁ ସୁପ୍ରିମକୋର୍ଟର ବିଚାରପତି ଏଏସ୍ଖାନ୍ ୱେଲ୍କର ଓ ଦିନେଶ ମହେଶ୍ୱରୀଙ୍କୁ ନେଇ ଗଠିତ ଖଣ୍ଡପୀଠ ୪ ସପ୍ତାହ ମହଲତ ଦେଇଛନ୍ତ । ସୂଚନାଯୋଗ୍ୟ ,
Read More...

କୁଖ୍ୟାତ ଗାଡି ଚୋର ଗିରଫ

ବ୍ରହ୍ମପୁର: ବ୍ରହ୍ମପୁର ପୁଲିସକୁ ଏକ ବଡ ସଫଳତା ମିଳିଛି ବୋଲି ଶୁକ୍ରବାର ଜଣାପଡ଼ିଛି । ବ୍ରହ୍ମପୁର ପୁଲିସ କୁଖ୍ୟାତ ଗାଡି ଚୋର ଏଲ ଶିବା ରେଡିକୁ ଗିରଫ କରିଛି । ତା ନିକଟରୁ ଚୋରି ହୋଇଥବା ୯ଟି ବାଇକ ଓ ସ୍କୁଟି ଜବତ କରାଯାଇଛି । ଶିବାର ଘର ଦିଗପହଣ୍ଡି ଥାନା ଅନ୍ତର୍ଗତ ଗୋକର୍ଣ୍ଣପୁରରେ
Read More...

ମୟୁରଭଞ୍ଜ ସଡ଼କ ଦୁର୍ଘଟଣା ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୟୁରଭଞ୍ଜ ଜିଲ୍ଲାର ସାରସକଣା ଠାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ
Read More...

ମରିସ୍‌ଙ୍କୁ ୧୬.୨୫ କୋଟିରେ କିଣିଲା ରାଜସ୍ଥାନ

ଚେନ୍ନଇ: ବିଶ୍ବର ସବୁଠାରୁ ଧନଶାଳୀ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍‌) ଇତିହାସରେ ସବୁଠାରୁ ଦାମୀ କ୍ରିକେଟର ହୋଇଛନ୍ତି ଦକ୍ଷିଣ ଆଫ୍ରିକାର ବରିଷ୍ଠ ଅଲ୍‌ରାଉଣ୍ଡର କ୍ରିସ୍ ମରିସ୍। ଗୁରୁବାର ହୋଇଥିବା ଆଇପିଏଲ୍‌ ନିଲାମରେ ମରିସ୍‌ଙ୍କୁ ରାଜସ୍ଥାନ ରୟାଲ୍‌ସ
Read More...

ଶୋପିଆଁରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ

ଶ୍ରୀନଗର : ଦକ୍ଷିଣ କାଶ୍ମୀରର ଶୋପିଆଁ ଜିଲା ଅନ୍ତର୍ଗତ ବଡିଗାମ୍‍ ଗାଁରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ନେଇ ଶୁକ୍ରବାର ଖବର ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହାସହ ଜଣେ ପୁଲିସ ଏସପିଓ ସହିଦ, ଜଣେ ଯବାନ ଆହତ
Read More...

ଦେଶରେ ୧୩,୧୯୩ ନୂଆ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଏଥିରେ ବୃଦ୍ଧି ହୋଇଥିବା ଦେଖାଯାଇଛି। ଦିନକରେ ଆଉ ୧୩,୧୯୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୯,୬୩,୩୯୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ୯୭ ଆକ୍ରାନ୍ତଙ୍କ ମୃତ୍ୟୁ
Read More...

ବିରୋଧୀଙ୍କ ହଟ୍ଟଗୋଳ ଜାରି

ଭୁବନେଶ୍ୱର: ବଜେଟ୍‍ ଅଧିବେଶନର ଆଜି ଦ୍ୱିତୀୟ ଦିନ। ମାତ୍ର ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଦୁଇ ଦୁଇ ଥର ମୁଲତବି ହୋଇଛି ଗୃହ। ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ହେବାରୁ ଗୃହକୁ ୧୧.୩୦ ପର୍ଯ୍ୟନ୍ତ ମୁଲତବି ରଖାଯାଇଥିବା ବେଳେ ସ୍ଥିତି ଅପରିବର୍ତ୍ତିତ ରହିବାରୁ ଦ୍ୱିତୀୟ ଥର ପାଇଁ ଅପରାହ୍ନ ୪ଟା ଯାଏଁ
Read More...

୧୭ ଜିଲାରୁ ୬୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଜି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ସୀମିତ ରହିଛି। ୨୪ ଘଣ୍ଟାରେ ଆଉ ୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୩୧, ସ୍ଥାନୀୟ ୨୨। ମୋଟ ପଜିଟିଭ ସଂଖ୍ୟା ୩,୩୬,୫୧୩କୁ ବୃଦ୍ଧି ପାଇଛି। ୩,୩୩,୮୮୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୫୮
Read More...

ବିଶ୍ଵର ୧୦୦ ଉଦୀୟମାନ ନେତାଙ୍କ ତାଲିକାରେ ଏକମାତ୍ର ଭାରତୀୟ

ନ୍ୟୁୟର୍କ: ଭବିଷ୍ୟତର ୧୦୦ ଉଦୀୟମାନ ନେତାଙ୍କ ତାଲିକା ଜାରି କରିଛି ‘ଟାଇମ୍‌’ ମାଗାଜିନ। ଏଥିରେ ଏକମାତ୍ର ଭାରତୀୟ ଭାବେ ଭୀମ ଆର୍ମିର ନେତା ଚନ୍ଦ୍ରଶେଖର ଆଜାଦଙ୍କ ନାମ ସ୍ଥାନ ପାଇଛି। ଏହା ସହିତ ବିଦେଶରେ ରହୁଥିବା ୫ ଭାରତୀୟ ବଂଶୋଦ୍ଭବଙ୍କ ନାମ ମଧ୍ୟ ତାଲିକାରେ ରହିଛି। ସେମାନଙ୍କ ମଧ୍ୟରେ
Read More...