Browsing Category

ପ୍ରମୁଖ ଖବର

ସାମାନ୍ୟ ବଚସାରୁ ମାଆକୁ ହାଣି ହତ୍ୟା କଲା ମଦ୍ୟପ ପୁଅ

ବାଲେଶ୍ୱର: ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ମିରିପୁର ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ମାଆକୁ ଖଣ୍ଡାରେ ହାଣି ହତ୍ୟା କରିଛି ପୁଅ। ସୂଚନା ଅନୁସାରେ, ବୁଧବାର ବିଳମ୍ବିତ ରାତିରେ ରଘୁନାଥ ଶିଅଳଙ୍କ ସାନ ପୁଅ ଜଗବନ୍ଧୁ ମଦ ପିଇ ନିଶାଶକ୍ତ ଅବସ୍ଥାରେ ଘରକୁ ଫେରିଥିଲେ। ଘରକୁ
Read More...

କନ୍ୟା ଯାତ୍ରୀ ଗାଡି ଓଲଟି ୩ ମୃତ ଘଟଣା, ଗାଁରେ ମୃତଦେହ ପହଞ୍ଚିବା ପରେ ଶୋକାକୂଳ ପରିବେଶ

ମୋହନା: ଗଜପତି ଜିଲା ଭା.ଉଦୟଗିରି ପଞ୍ଚାୟତ ଅନ୍ତର୍ଗତ କଙ୍କଡ଼ାଗୁଡ଼ା ବୁଲାଣିରେ ଗତ ୧୧ ତାରିଖରେ ବରଘରକୁ କନ୍ୟାଯାତ୍ରୀ ଧରି ଯାଉଥିବା ଏକ ୪୦୭ ମିନିଟ୍ରକ (ନଂ- ଓଆର୦୨ କେ୫୮୬୫)ଓଲଟି ପଡିବାରୁ ଘଟଣାସ୍ଥଳରେ ଗାଡ଼ି ତଳେ ଚାପି ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ଜାମଡ଼ିହ ଗ୍ରାମର ଜୟନ୍ତ
Read More...

ଦୁଇଦିନିଆ ଜାମ୍ମୁ କାଶ୍ମୀର ଗସ୍ତରେ ବିଦେଶୀ ରାଷ୍ଟ୍ରଦୂତ ପ୍ରତିନିଧି ଦଳ

ଶ୍ରୀନଗର :  ବିଦେଶୀ ରାଷ୍ଟ୍ରଦୂତମାନଙ୍କର ଏକ ପ୍ରତିନିଧି ଦଳ ଜାମ୍ମୁ କାଶ୍ମୀରକୁ ଦୁଇଦିନ ଗସ୍ତରେ ଯାଇଛନ୍ତି ।ଏହି ପ୍ରତିନିଧି ଦଳ ୟୁରୋପ ଓ ଆଫ୍ରିକୀୟ ଦେଶଗୁଡ଼ିକରୁ ଆସିଛନ୍ତି । ସେନାବାହିନୀ ଓ ଜାମ୍ମୁକାଶ୍ମୀର ପୁଲିସ୍‍ ବିଦେଶୀ ରାଷ୍ଟ୍ରଦୂତମାନଙ୍କୁ କେନ୍ଦ୍ରଶାସିତ ଅଞ୍ଚଳର
Read More...

ଓଡିଶା ଖଣି ନିଗମର ଦୁଇ ଲୁହାପଥର ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟାରୁ ଉତ୍ପାଦନ ଆରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଗୁରୁବାର ମିଳିତ ଭାବରେ ଓଡିଶା ଖଣି ନିଗମକୁ ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ୟ୍ୟର ଶୁଭାରମ୍ଭ କରିଛନ୍ତି।
Read More...

୧୯ ଜିଲା ଓ ଷ୍ଟେଟ ପୁଲରୁ ଆଉ ୬୩ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୧୯ ଜିଲା ଓ ଷ୍ଟେଟ ପୁଲରୁ ଆଉ ୬୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୩୯, ସ୍ଥାନୀୟ ୨୪। ମୋଟ ପଜିଟିଭ ୩,୩୬,୪୬୦କୁ ବୃଦ୍ଧି ପାଇଛି। ୩,୩୩,୭୮୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୦୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।
Read More...

ରାଜ୍ୟପାଳଙ୍କ ଅଭିଭାଷଣ ସହ ଆରମ୍ଭ ହେଲା ବଜେଟ ଅଧିବେଶନ

ଭୁବନେଶ୍ୱର : ଆଜି ଠାରୁ ଷୋଡଶ ବିଧାନସଭାର ଷଷ୍ଠ ଅଧିବେଶନ ଆରମ୍ଭ । ବିଧାନସଭାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପହଞ୍ଚିବା ପରେ ପ୍ରଥମେ ତାଙ୍କୁ ଗାର୍ଡ଼ ଅଫ ଅନର ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବିଧାନସଭାରେ ଉପସ୍ଥିତ ଅଛନ୍ତି।ଏହାପରେ ବିଧାନସଭାରେ ରାଜ୍ୟପାଳ
Read More...

ଓକିଲ ଦମ୍ପତିଙ୍କୁ ବିଚ୍‌ ରାସ୍ତାରେ ହାଣି ଦେଲେ

ହାଇଦ୍ରାବାଦ: ତେଲେଙ୍ଗାନା ହାଇକୋର୍ଟର ଏକ ଓକିଲ ଦମ୍ପତିଙ୍କୁ ଗତକାଲି ବିଚ୍‌ ରାସ୍ତାରେ ଦିନ ଦ୍ୱିପ୍ରହରରେ କାର୍‌ରୁ ଟାଣି ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ ଦମ୍ପତି ହେଲେ   ଗଟୁ ବାମନ ରାଓ ଏବଂ ତାଙ୍କ ସ୍ତ୍ରୀ ପିଭି ନାଗମଣି ।  ତେଲେଙ୍ଗାନାର ମନ୍ଥାନି ଓ ପେଡାପଲ୍ଲି ଯିବା ବାଟରେ
Read More...

ଏଠି ଆତ୍ମାହୂତି କରନ୍ତୁ ନାହିଁ… ପୁଲିସ ଛାନିଆ

ଭୁବନେଶ୍ୱର : ବିଧାନସଭା ଆଗରେ ଗତକାଲି ଆତ୍ମଦାହ ଉଦ୍ୟମ ଓ ପୂର୍ବରୁ ଏଭଳି ଅନେକ ଘଟଣା ଘଟିବା ପରେ ଏହାକୁ ରୋକିବା ଏବେ କମିଶନରେଟ୍ ପୋଲିସ୍ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ଏଥର ଅଧିବେଶନ ସମୟରେ ସେଭଳି ଅପ୍ରୀତିକର ସ୍ଥିତି ରୋକିବାକୁ ପୁଲିସ କଡ଼ା ସୁରକ୍ଷା ବ୍ୟବସ୍ଥା କରିଛି । ବିଧାନସଭାକୁ
Read More...

୨୪ ଘଣ୍ଟା ମଧ୍ୟରେ ଭାରତରେ ୧୨,୮୮୧ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୨,୮୮୧ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମୁଦାୟ ଆକ୍ରାନ୍ତସଂଖ୍ୟା ୧୦.୯୫ ନିୟୁତ ଟପିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୮୮୧
Read More...

ଶାନ୍ତନୁଙ୍କୁ ଜାମିନ; ନିକିତାଙ୍କ ରାୟ ଆଜି

ମୁମ୍ବଇ: ଟୁଲକିଟ୍ ମାମଲାରେ ଅଭିଯୁକ୍ତ ପୁଣେସ୍ଥିତ ଇଞ୍ଜିନିୟର ତଥା ସାମାଜିକ କର୍ମୀ ଶାନ୍ତନୁ ମୁଲୁକଙ୍କୁ ବମ୍ବେ ହାଇକୋର୍ଟର ଔରଙ୍ଗାବାଦ ପୀଠ ସାମୟିକ ଜାମିନ ପ୍ରଦାନ କରିଛନ୍ତି। ଶାନ୍ତନୁଙ୍କୁ ୧୦ଦିନ ପାଇଁ ଜାମିନ ପ୍ରଦାନ କରାଯାଇଛି। ଏହି ଟୁଲକିଟ୍‌ ମାମଲାରେ ଅନ୍ୟତମ ଅଭିଯୁକ୍ତ
Read More...