ମଧ୍ୟପ୍ରଦେଶର ସିଦ୍ଧିରେ କେନାଲକୁ ବସ ଖସିବା ଘଟଣା ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି
ସିଦ୍ଧି : ମଧ୍ୟପ୍ରଦେଶର ରିୱା-ସିଦ୍ଧି ସୀମା ନିକଟସ୍ଥ ଛୁହିୟାଘାଟି ନିକଟରେ ମଙ୍ଗଳବାର ରାମପୁର ନେକିନ ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ ସମୟରେ ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିବା ଘଟଣାରେ କେନାଲରୁ ପ୍ରାୟ ୧୮ ଜଣଙ୍କ ମୃତଦେହ ଉଦ୍ଧାର ସହ ୭ ଜଣଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ମୃତ୍ୟୁ!-->…
Read More...
Read More...